www.samajalive.in
Sunday, December 14, 2025
16.1 C
Bhubaneswar

ଶେରଗଡ଼଼ ସିମୁଳିଆ ଛକ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା, ୨ ମୃତ

ନୀଳଗିରି: ଶେରଗଡ଼଼ ସିମୁଳିଆ ଛକ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା। ଏହି ସଡ଼କ ଦୁର୍ଘଟଣାରେ ଚାଲିଗଲା ୨ଜଣଙ୍କ ଜୀବନ। ଆଜି ଶେରଗଡ଼଼ ସିମୁଳିଆ ଛକ ନିକଟରେ ଦୁର୍ଘଟଣା ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଏହି ଦୁର୍ଘଟଣାରେ ଘଟଣାସ୍ଥଳରେ ୨ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଜଣେ ଗୁରୁତର ହୋଇଛନ୍ତି। ଗୁରୁତର ବ୍ୟକ୍ତିଙ୍କୁ ନୀଳଗିରି ହସପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories