www.samajalive.in
Tuesday, December 9, 2025
26.1 C
Bhubaneswar

ଆଇଏଏସ ଆର. ସନ୍ଥନଗୋପାଳନଙ୍କୁ ସାମାଜିକ ନ୍ୟାୟ ଓ ଭିନ୍ନକ୍ଷମ ବିଭାଗ ଅତିରିକ୍ତ ଦାୟିତ୍ୱ

ଭୁବନେଶ୍ୱର: ଆଇଏଏସ ଆର.ସନ୍ଥନଗୋପାଳନଙ୍କୁ ସାମାଜିକ ନ୍ୟାୟ ଓ ଭିନ୍ନକ୍ଷମ ବିଭାଗର ଅତିରିକ୍ତ ଦାୟିତ୍ୱ ପ୍ରଦାନ କରାଯାଇଛି। ସାମାଜିକ ନ୍ୟାୟ ଓ ଭିନ୍ନକ୍ଷମ ବିଭାଗର କମିଶନର ତଥା ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ ସନ୍ଥନଗୋପାଳନ। ସଞ୍ଜୀବ ମିଶ୍ରଙ୍କ ସ୍ଥାନରେ ସନ୍ଥନଗୋପାଳନଙ୍କୁ ଦାୟିତ୍ୱ ଦିଆଯାଇଛି।

Hot this week

ଇଣ୍ଡୋନେସିଆରେ ବଡ଼ ଧରଣର ଅଗ୍ନିକାଣ୍ଡ, ୨୦ ମୃତ

ସମାଜଲାଇଭ ଡେସ୍କ: ଇଣ୍ଡୋନେସିଆର ଜାକାର୍ତ୍ତାରେ ମଙ୍ଗଳବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ...

ଯୁକ୍ତ ଦୁଇ ପରୀକ୍ଷା ସୂଚୀ ସାମାନ୍ୟ ପରିବର୍ତ୍ତନ

ଭୁବନେଶ୍ଵର : ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି।...

ଦେଢ଼ବର୍ଷରେ ମଲେଣି ୧୩୬ ହାତୀ

ସମାଜଲାଇଭ ଡେସ୍କ: ରାଜ୍ୟରେ ହାତୀ ଅସୁରକ୍ଷିତ। ହାତୀ ମୃତ୍ୟୁ ରୋକିବାରେ ସରକାର...

ପାନୀୟଜଳ ସମସ୍ୟା ଦୂର ପାଇଁ ନିର୍ମାଣ ହେଉଛି ୬,୬୪୬ ନୂତନ ନଳକୂପ

ସମାଜଲାଇଭ ଡେସ୍କ: ରାଜ୍ୟରେ ଆଗକୁ ଆସୁଥିବା ଖରାଦିନ ପୂର୍ବରୁ ପାନୀୟଜଳ ସମସ୍ୟା...

ଅଟୋକୁ ଧକ୍କା ଦେଇ ବାଇକ ଚାଳକ ମୃତ

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଲକ୍ଷ୍ମୀପୁର ଗାଁରେ ଅଟୋ କୁ...

Related Articles

Popular Categories