www.samajalive.in
Monday, December 8, 2025
20.1 C
Bhubaneswar

କାଠ ଚୋରଙ୍କ ଆକ୍ରମଣରେ ଦୁଇ ସୁରକ୍ଷାକର୍ମୀ ନିହତ

ପଶ୍ଚିମ ଚମ୍ପାରଣ : ପଶ୍ଚିମବଙ୍ଗର ପଶ୍ଚିମ ଚମ୍ପାରଣ ଜିଲାରେ କାଠ ଚୋରା ବେପାରୀଙ୍କ ଆକ୍ରମଣରେ ଦୁଇଜଣ ସୁରକ୍ଷାକର୍ମୀ ପ୍ରାଣ ହରାଇଛନ୍ତି। ଆରକ୍ଷୀ ଅଧୀକ୍ଷକଙ୍କ କହିବା ଅନୁଯାୟୀ ଗୋବାରହିଆ ଜଙ୍ଗଲରେ କାଠ ଚୋରମାନେ କାଠ ନେଇ ଯାଉଥିବାବେଳେ ଜଙ୍ଗଲ ବିଭାଗ କର୍ମଚାରୀମାନେ ଏହାକୁ ଜବତ କରିଥିଲେ। କାଠ ଜବତ ସମୟରେ ଚୋରମାନେ ଜଙ୍ଗଲ ବିଭାଗ କର୍ମଚାରୀଙ୍କ ଉପରକୁ ଗୁଳିଚଳାଇଥିଲେ। ଏଥିରେ ଦୁଇଜଣ ଫରେଷ୍ଟରଙ୍କର ମୃତ୍ୟୁ ହୋଇଥିଲା। ପୁଲିସ ଘଟଣାର ତଦନ୍ତ ଚଳାଇଛି।

Hot this week

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

Related Articles

Popular Categories