ଜାନୁଆରୀରୁ ବିକ୍ରି ହୋଇ ପାରିବ ପାର୍ଟ ପ୍ଲଟ
ଭୁବନେଶ୍ବର : ଜାନୁଆରୀରୁ ବିକ୍ରି ହୋଇ ପାରିବ ପାର୍ଟପ୍ଲଟ। ଏନେଇ ସୂଚନା ଦେଇଛନ୍ତି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ। ସେ କହିଛନ୍ତି, ଡିସେମ୍ବର ୩୧ରେ ହେବାକୁ ଥିବା ବୈଠକରେ ସମାଧାନର ବାଟ ବାହାରିବ। ନୂଆବର୍ଷରୁ ଆଉ ରହିବନି ଏହି ସମସ୍ୟା। ଆବଶ୍ୟକ ପଡ଼ିଲେ ରେରା ଆଇନରେ ସଂଶୋଧନ କରାଯିବ। ଆବଶ୍ୟକ ପଡ଼ିଲେ ରେରା ଆଇନରେ ସଂଶୋଧନ କରାଯିବ। ବେଆଇନ ଭାବେ ପାର୍ଟ ପ୍ଲଟ ରେଜିଷ୍ଟ୍ରେସନ ହୋଇଛି। ୩୧ଜଣ ଜିଲା ରେଜିଷ୍ଟ୍ରର, ସବ୍ରେଜିଷ୍ଟ୍ରରଙ୍କୁ ନେଇ ତାଲିକା ମଧ୍ୟ ବିଭାଗ ପ୍ରସ୍ତୁତ କରାଯାଇଛି।
Comments are closed.