www.samajalive.in
Sunday, December 14, 2025
26.1 C
Bhubaneswar

ତୁହାକୁ ତୁହା ବର୍ଷା ସାଙ୍ଗକୁ କୋହଲା ପାଗ; ୩ ଘଣ୍ଟା ଏହି ୧୫ ଜିଲାରେ ବର୍ଷିବ..

ଭୁବନେଶ୍ୱର : ରାଜ୍ୟରେ ଲାଗି ରହିଛି ତୁହାକୁ ତୁହା ବର୍ଷା ସାଙ୍ଗକୁ କୋହଲା ପାଗ । ଆସନ୍ତା ୩ ଘଣ୍ଟା ପାଇଁ ୧୫ ଜିଲାକୁ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହି ଜିଲା ଗୁଡିକ ହେଉଛି ଭଦ୍ରକ, ବାଲେଶ୍ୱର, କଟକ, ଭୁବନେଶ୍ୱର, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, ଯାଜପୁର, ମୟୁରଭଞ୍ଜ, ଢେଙ୍କାନାଳ, ଅନୁଗୁଳ, ସୋନପୁର, ବୌଦ୍ଧ, ଫୁଲବାଣୀ, କୋରାପୁଟ, ରାୟଗଡାକୁ ପ୍ରବଳ ବର୍ଷା ପାଇଁ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ସେପଟେ ବର୍ଷା ଯୋଗୁଁ ମୁଣ୍ଡରେ ହାତ ଦେଇ ବସିଛନ୍ତି ଚାଷୀ । କେଉଁଠି ଧାନ ବିଲରେ ନଷ୍ଟ ହେଉଛି ତ ପୁଣି କେଉଁଠି ଧାନ ଖଳାରେ ଭିଜୁଛି ।

ବାସ୍ତୁ.. ତକିଆ ତଳେ ରଖି ଦିଅନ୍ତୁ ; ଚୁଟ୍‌କିରେ ଦୂର ହେବ ଧନ ଅଭାବ, ରାହୁ-କେତୁଙ୍କ କୁପ୍ରଭାବ, ବଢିବ ଧନ..

୨୦୨୪ରେ ବି ଲୋକଙ୍କ ପ୍ରଥମ ପସନ୍ଦ ବିରିୟାନୀ ; ଜାଣନ୍ତୁ ଏକ ମିନିଟ୍‌କୁ ହୋଇଛି କେତେ ଅର୍ଡର..

- Advertisement -

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories