www.samajalive.in
Sunday, December 14, 2025
26.1 C
Bhubaneswar

‘ସୁଭଦ୍ରା’କୁ ନେଇ ବଡ ଖବର; ମାର୍ଚ୍ଚରେ କୋଟିଏ ହିତାଧିକାରୀଙ୍କୁ ମିଳିବ ୨ୟ କିସ୍ତି

ଭୁବନେଶ୍ୱର : ବୁଧବାର ‘ସୁଭଦ୍ରା’ ଯୋଜନାକୁ ନେଇ ବଡ ଖବର ସାମ୍ନାକୁ ଆସିଛି । ଆସନ୍ତାବର୍ଷ ମାର୍ଚ୍ଚ ମାସରେ ମିଳିବ ‘ସୁଭଦ୍ରା’ ଟଙ୍କାର ୨ୟ କିସ୍ତି । ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି, ଏକା ବେଳେ କୋଟିଏ ହିତାଧିକାରୀଙ୍କୁ ୨ୟ କିସ୍ତି ମିଳିବ । ଜାନୁଆରୀ ସୁଦ୍ଧା ୧ କୋଟି ହିତାଧିକାରୀ ସୁଭଦ୍ରା ଟଙ୍କା ପାଇବେ ।

୨୦୨୫ରେ ୭ଟି ରାଜଯୋଗ: ଜାଣନ୍ତୁ ମେଷ ଠାରୁ ମୀନ କେଉଁ ମାସରେ କିଏ ହେବେ ଭାଗ୍ୟଶାଳୀ, ମିଳିବ ଧନ ହେବ ବିବାହ..

ଯାତ୍ରୀବାହୀ ବିମାନ ଦୁର୍ଘଟଣାଗ୍ରସ୍ତ, ସାମ୍ନାକୁ ଆସିଲା ଭୟଙ୍କର ଦୃଶ୍ୟ..

- Advertisement -

Hot this week

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

ନିତିନ ନବୀନ ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି

ନୂଆଦିଲ୍ଲୀ: ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି ଭାବରେ ନିତିନ ନବୀନ ମନୋନୀତ...

Related Articles

Popular Categories