www.samajalive.in
Sunday, December 14, 2025
26.1 C
Bhubaneswar

ଭିଜିଲାନ୍ସ ଜାଲରେ ବୋରିଗୁମ୍ମା ଆରଆଇ

ସମାଜ ଡିଜିଟାଲ ଡେସ୍କ: ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି କୋରାପୁଟ ଜିଲା ବୋରିଗୁମ୍ମା ତହସିଲର ରାଜସ୍ବ ନିରୀକ୍ଷକ (ଆରଆଇ) ସୁରେନ୍ଦ୍ର କୁମାର ତନ୍ତି। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ଗୁରୁବାର ସୁରେନ୍ଦ୍ରଙ୍କ ଘରେ ଚଢ଼ାଉ କରାଯାଇଛି। ଘର ସମେତ କୋରାପୁଟ ଏବଂ ଜୟପୁରରେ ଥିବା ସୁରେନ୍ଦ୍ରଙ୍କ ୮ଟି ଠିକଣାରେ ଅଧିକାରୀମାନେ ଚଢ଼ାଉ ଜାରି ରଖିଛନ୍ତି। ଭିଜିଲାନ୍ସ ବିଭାଗର ୩ ଜଣ ଡିଏସପି, ୭ ଜଣ ଇନ୍ସପେକ୍ଟର ଏବଂ ୫ ଜଣ ଏଏସଆଇ ଏହି ଚଢ଼ାଉରେ ସାମିଲ ହୋଇଥିବା ସୂଚନା ମିଳିଛି।

Hot this week

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

ନୀତିନ ନବୀନ ବିଜେପି ର ନୂତନ କାର୍ଯ୍ୟକାରୀ ସଭାପତି

ନୂଆଦିଲ୍ଲୀ: ବିଜେପି ର ନୂତନ କାର୍ଯ୍ୟକାରୀ ସଭାପତି  ଭାବରେ ନୀତିନ ନବୀନ...

କିସ୍‌ ଗସ୍ତ କରିବେ ଓଏସସିପିସିଆର

ସମାଜଲାଇଭ ଡେସ୍କ: କିସ୍‌ ଛାତ୍ର ମୃତ୍ୟୁ ଘଟଣାର ତଦନ୍ତ ପାଇଁ କିସ୍...

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

Related Articles

Popular Categories