www.samajalive.in
Tuesday, December 9, 2025
15.1 C
Bhubaneswar

ଦୁର୍ବଳ ହେଲା ଲଘୁଚାପ; କମିବ ବର୍ଷା, କୋହଲା ପାଗ ଜାରି..

ଭୁବନେଶ୍ୱର : ଦୁର୍ବଳ ହେଲା ଲଘୁଚାପ । ରାଜ୍ୟରେ କମିବ ବର୍ଷାର ପ୍ରଭାବ । ଗୁରୁବାର ଠାରୁ ପାଗରେ ପରିବର୍ତ୍ତନ ହେବାକୁ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ସାମାନ୍ୟ ପଶ୍ଚିମ ଦିଗକୁ ଗତି କରି ଦୁର୍ବଳ ହେଲା ଲଘୁଚାପ । ଉପକୂଳ ସମେତ ଆଭ୍ୟନ୍ତରୀଣ ଜିଲାରେ କୋହଲା ପାଗ ଜାରି ରହିଛି । ଆଜି ଠାରୁ ବର୍ଷାର ପରିମାଣ ଧିରେ ଧିରେ କମିବ। ଆଜି ମଧ୍ୟ ରାଜ୍ୟର କିଛି ସ୍ଥାନରେ ବର୍ଷା ହେଉଛି ।
ସେପଟେ ଲଘୁଚାପ ଜନିତ ଲଗାଣ ବର୍ଷାରେ ଭାଙ୍ଗି ପଡିଛି ଚାଷୀଙ୍କ ମେରୁଦଣ୍ଡ । କ୍ଷେତରେ ଉଜୁଡିଛି ଧାନ ଫସଲ । ପରିବା ଚାଷ ମଧ୍ୟ ପ୍ରଭାବିତ ହୋଇଥିବାରୁ କୋବି, ଭେଣ୍ଡି, ଲଙ୍କା, କାକୁଡି, ଜହ୍ନି ଆଦି ପରିବାର ଚାଷ କ୍ଷତିଗ୍ରସ୍ତ ହୋଇଛି। ଫଳରେ ଶାଗ,ମାଛ ଦରରେ ଚାଷୀ ଏହାକୁ ବିକ୍ରି କରୁଛନ୍ତି ।

୨୦୨୫ରେ ୭ଟି ରାଜଯୋଗ: ଜାଣନ୍ତୁ ମେଷ ଠାରୁ ମୀନ କେଉଁ ମାସରେ କିଏ ହେବେ ଭାଗ୍ୟଶାଳୀ, ମିଳିବ ଧନ ହେବ ବିବାହ..

ଦେଖନ୍ତୁ ଭିଡିଓ; ବିବାହ କାର୍ଡ ଦେଖି ଲୋକେ ଛାନିଆ, ବିଡି କୁମାରୀ ସହ କ୍ୟାନ୍ସର କୁମାର, ସ୍ଥାନ ଶ୍ମଶାନ ଘାଟ, ଟ୍ରେଣ୍ଡ କରୁଛି ପୋଷ୍ଟ..

- Advertisement -

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories