www.samajalive.in
Monday, December 8, 2025
27.1 C
Bhubaneswar

ରାଜଧାନୀରେ ମଠ ଉପରେ ବୋମାମାଡ; ପୋଡି ହୋଇ ବାବା ଗୁରୁତର

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରରେ ଗୁରୁବାର ମଠ ଉପରକୁ ହୋଇଛି ବୋମାମାଡ । ବୋମାମାଡ ଫଳରେ ଘରର ଛାତଛପର ଉଡି ଯାଇଛି । ମଠ ଦାୟିତ୍ୱରେ ଥିବା ଜଣେ ବାବା ପୋଡି ହୋଇ ଗୁରୁତର ହୋଇଛନ୍ତି । ପୁରୁଣା ଭୁବନେଶ୍ୱର ତ୍ରିଦଣ୍ଡୀ ଗୌଡି ମଠ ଉପରକୁ ବୋମାମାଡ ହୋଇଛି । ମଠ ମାଲିକଙ୍କ ମଧ୍ୟରେ ବିବାଦକୁ ନେଇ ବୋମାମାଡ ହୋଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି । ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି ।

ନୂଆବର୍ଷରେ ୧୦ ଥର ଚଳନ କରିବେ ଶୁକ୍ର ; ଏହି ରାଶିଙ୍କୁ କରିବେ ମାଲାମାଲ୍‌, ହେବ ବିବାହ,ମିଳିବ ଚାକିରି..

- Advertisement -

 

ଦୁର୍ବଳ ହେଲା ଲଘୁଚାପ; କମିବ ବର୍ଷା, କୋହଲା ପାଗ ଜାରି..

ବିଜେଡି ୨୮ ତମ ପ୍ରତିଷ୍ଠା ଦିବସ ; ଓଡିଶାର ହକର ଲଢେଇରେ ବିଜେଡି କେବେ ପଛଘୁଞ୍ଚା ଦେବ ନାହିଁ – ନବୀନ

Hot this week

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

Related Articles

Popular Categories