www.samajalive.in
Monday, December 8, 2025
27.1 C
Bhubaneswar

ପିଏମ ପୋଷଣ ଜୋଜନାରେ କାର୍ଯ୍ୟରତ ପାଚିକା, ସହାୟିକା ପ୍ରଶିକ୍ଷଣ ଶିବିର

କଣ୍ଟାବାଞ୍ଜି : ବିଧ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ତୁରେକେକା ବ୍ଲକର ଦୁଇଟି ବିଦ୍ୟାଳୟରେ ଏକଦିବାସୀୟ ପିଏମ ପୋଷଣ ଜୋଜନାରେ କାର୍ଯ୍ୟରତ ପାଚିକା, ସହାୟିକା ନିମନ୍ତେ ପ୍ରଶିକ୍ଷଣ ଶିବିର ଓ ରନ୍ଧନ ପ୍ରତିଯୋଗିତା ସରକାରୀ ତୁରେକେକା ଉଚ୍ଚବିଦ୍ୟାଳୟ ଓ ସରକାରୀ ବାଳିକା ଉଚ୍ଚବିଦ୍ୟାଲୟ କଣ୍ଟାବାଞ୍ଜିରେ ଅନୁଷ୍ଠିତ ହୋଇଯାଇଛି।

ପ୍ରଥମେ ତାଲିମ ଶିବିରରେ ପାଚିକା ମାନଙ୍କ ମଧ୍ୟରେ ରନ୍ଧନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା ଏଥିରେ ତୁରେକେଲା ବ୍ଲକ ବିଭିନ୍ୟ ବିଦ୍ୟାଳୟର ପାଚିକା ଓ ସହପାଚିକା ଭାଗନେଇଥିଲେ ପରେ ମଧ୍ୟାହ୍ନ ଭୋଜନ କାର୍ଯ୍ୟକ୍ରମରେ କିପରି ଭାବେ ପରିଷ୍କାର ପାରିଛନ୍ନତା ତଥାଚାଉଳ, ପନିପରିବାକୁ ପାଣିରେ ଧୋଇବା ପରେ ରୋଷେ କାର୍ଯ୍ୟ ତୁଲାଇବେ ସେ ସମ୍ପର୍କରେ ବିଶୃତ ଭାବେ ତାଲିମ ପ୍ରଦାନ କରାଯାଇଥିଲା l

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories