www.samajalive.in
Monday, December 15, 2025
24.1 C
Bhubaneswar

ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ, ସ୍ୱରାଷ୍ଟ୍ର ମନ୍ତ୍ରୀ, ସାଂସଦ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ : ଆରପାରିରେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ। ୯୨ ବର୍ଷ ବୟସରେ ଚିକିତ୍ସାଧୀନ ଅବସ୍ଥାରେ ସେ ଆଖି ବୁଜିଛନ୍ତି । ସ୍ୱାସ୍ଥ୍ୟ ଜନିତ ସମସ୍ୟା ପାଇଁ ଗୁରୁବାର ଅର୍ଥାତ୍‌ ଡିସେମ୍ବର ୨୬ରେ ତାଙ୍କୁ ୮ଟା ୬ରେ ଏମ୍ସରେ ଭର୍ତ୍ତି କରାଯାଇଥିଲା । ରାତି ୯ଟା ୫୧ରେ ତାଙ୍କୁ ମୃତ ବୋଲି ଘୋଷଣା କରାଯାଇଥିଲା।
ନୂଆଦିଲ୍ଲୀ ସ୍ଥିତ ବାସଭବନରେ ମନମୋହନ ସିଂହଙ୍କ ପାର୍ଥିବ ଶରୀରକୁ ଅଣାଯାଇ ସାରିଛି। ବାସଭବନରେ ମନମୋହନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ, ସାଂସଦ ରାହୁଲ ଗାନ୍ଧୀ, ଜେପି ନଡ୍ଡା, ରାଜନାଥ ସିଂଙ୍କ ସହ ଅନ୍ୟାନ୍ୟ ବରିଷ୍ଠ ବ୍ୟକ୍ତି ।

- Advertisement -

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories