www.samajalive.in
Sunday, December 14, 2025
26.1 C
Bhubaneswar

ଦେଖନ୍ତୁ ଭିଡିଓ ; ଗଛରେ ଝୁଲି ରହିଥିଲା ଅଜଗର, ଲୋକେ ଦେଖି ଛାନିଆ,ଏମିତି ହେଲା ଉଦ୍ଧାର..

ମୁମ୍ବାଇ : ମହାରାଷ୍ଟ୍ରର ଠାଣେରେ ଏକ ବିଶାଳକାୟ ଅଜଗର ପାଇଁ ଲୋକଙ୍କ ମଧ୍ୟରେ ଭୟର ବାତାବରଣ ସୃଷ୍ଟି କରିଥିଲା । ଅଜଗର ରାସ୍ତା କଡରେ ଥିବା ଏକ ଗଛରେ ଉପରେ ରହିଥିଲା । ଠାଣେର ବସନ୍ତ ବିହାରର ତୁଳସୀଧାମ ଅଞ୍ଚଳରେ ଅଜଗର ସାପର ଭିଡିଓ ମଙ୍ଗଳବାରରେ ସୋସିଆଲ ମିଡିଆରେ ଭାଇରା୍‌ଲ ହୋଇଛି । ଯାହା ସଭିଁଙ୍କ ଧ୍ୟାନକୁ ଆକର୍ଷିତ କରୁଛି ।


ଭାଇରାଲ୍‌ ଭିଡିଓରେ ଦେଖିପାରିବେ, ଅଜଗର ଗଛର ବଡ ଡାଳରେ ଲଟ୍‌କି ରହିଛି । ଉଦ୍ଧାରକାରୀ ଦଳ ଖବର ପାଇ ସାପକୁ ଉଦ୍ଧାର କରିବାକୁ ଚେଷ୍ଟା ଆରମ୍ଭ କରିଥିଲେ । ଅନେକ ପରିଶ୍ରମ ପରେ ସାପକୁ ତଳକୁ ଉଦ୍ଧାର କରିଥିଲେ ।
ଭିଡିଓକୁ ଏଯାଏଁ ଲକ୍ଷ ଲକ୍ଷ ଦେଖିବା ସହ ନିଜର ଭିନ୍ନ ଭିନ୍ନ ମତ ଦେଇଛନ୍ତି । ନିକଟରେ ଆସାମ ବିଶ୍ୱବିଦ୍ୟାଳୟ ଛାତ୍ରୀ ନିବାସ ନିକଟରୁ ୧୦୦ କିଲୋଗ୍ରାମ ଓଜନ ଓ ୧୭ ଫୁଟର ଏକ ବିଶାଳକାୟ ଅଜଗର ସାପ ଉଦ୍ଧାର ହୋଇଥିଲା ।

ଏହି ଧଳା ଶସ୍ତା ଜିନିଷ ଦୂର କରେ ବାସ୍ତୁ ଦୋଷ ; ଜାଣନ୍ତୁ ଚୁଟ୍‌କିରେ ଏହି ଉପାୟରେ ଘରେ କେବେ ହେବନି ଧନ ଅଭାବ, ସ୍ୱାମୀ-ସ୍ତ୍ରୀଙ୍କ ଝଗଡା, ଅଶାନ୍ତି..

- Advertisement -

ଖୁବ୍‌ ଖାସ୍‌ ନୂଆବର୍ଷ; ପ୍ରଥମ ସପ୍ତାହରେ ବୁଧଙ୍କ ଚଳନ, ଏହି ରାଶି ହେବେ ମାଲାମାଲ୍‌, ମିଳିବ ଚାକିରି, ସୁଖମୟ ଦାମ୍ପତ୍ୟ ଜୀବନ..

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories