www.samajalive.in
Sunday, December 14, 2025
14.1 C
Bhubaneswar

ଧାନ କାଟୁଥିଲେ; ବିଦ୍ୟୁତ ତାର ଲାଗି ଜୀଅନ୍ତା ଜଳିଗଲେ ଚାଷୀ

ଚାନ୍ଦବାଲି : ଚାନ୍ଦବାଲି ନରସିଂହପୁର ବାଲିଗାଁ ୧୨ ନମ୍ବର ୱାର୍ଡ ଅଞ୍ଚଳରେ ଶୁକ୍ରବାର ଏକ ଅଘଟଣ ଘଟିଛି । ୧୧ କେଭି ବିଦ୍ୟୁତ ତାର ଲାଗି ଜଳିଗଲେ ଚାଷୀ । ନରସିଂହପୁର ବାଲିଗାଁ ୧୨ ନମ୍ବର ୱାର୍ଡ ଅଞ୍ଚଳର ବିଲରେ ଅଘଟଣ ଘଟିଛି । ଧାନ କାଟୁ ଥିବା ବେଳେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଘଟଣାସ୍ଥଳରେ ଚାଷୀଙ୍କ ମୃତ୍ୟୁ ଘଟିଛି । ଏହାସହ୨ ଏକର ଜମି ପୋଡି ପାଉଁଶ ହୋଇଯାଇଛି । କ୍ଷତିପୂରଣ ଦାବିରେ ବିଦ୍ୟୁତ୍‌ କାର୍ଯ୍ୟାଳୟ ସମ୍ମୁଖରେ ସ୍ଥାନୀୟ ଲୋକେ ରାସ୍ତାରୋକ କରିଛନ୍ତି । ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ଦେଖନ୍ତୁ ଭିଡିଓ ; ଗଛରେ ଝୁଲି ରହିଥିଲା ଅଜଗର, ଲୋକେ ଦେଖି ଛାନିଆ,ଏମିତି ହେଲା ଉଦ୍ଧାର..

ଏହି ଧଳା ଶସ୍ତା ଜିନିଷ ଦୂର କରେ ବାସ୍ତୁ ଦୋଷ ; ଜାଣନ୍ତୁ ଚୁଟ୍‌କିରେ ଏହି ଉପାୟରେ ଘରେ କେବେ ହେବନି ଧନ ଅଭାବ, ସ୍ୱାମୀ-ସ୍ତ୍ରୀଙ୍କ ଝଗଡା, ଅଶାନ୍ତି..

- Advertisement -

ଖୁବ୍‌ ଖାସ୍‌ ନୂଆବର୍ଷ; ପ୍ରଥମ ସପ୍ତାହରେ ବୁଧଙ୍କ ଚଳନ, ଏହି ରାଶି ହେବେ ମାଲାମାଲ୍‌, ମିଳିବ ଚାକିରି, ସୁଖମୟ ଦାମ୍ପତ୍ୟ ଜୀବନ..

Hot this week

ଭତ୍ତା ଅପେକ୍ଷାରେ ୭,୨୮,୭୨୯

ଭୋଟର କାର୍ଡରେ ତ୍ରୁଟିପୂର୍ଣ୍ଣ ବୟସ ଭୁବନେଶ୍ବର : ୬୦ ବର୍ଷ ପୂରଣ କରିଥିବା...

ସୁଭଦ୍ରା ନା ବାର୍ଦ୍ଧକ୍ୟ ଭତ୍ତା : ଆଶଙ୍କାରେ ୯୪ହଜାର ଆଶାୟୀ

ଓକାକ୍‌କୁ ତଥ୍ୟ ଅପଲୋଡ ନିର୍ଦେଶ ଅଯୋଗ୍ୟଙ୍କୁ ଭତ୍ତା ପ୍ରଦାନ ନିୟମ...

ଆଜି ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦

ଧର୍ମଶାଳା: ଟ୍ବେଣ୍ଟି୨୦ ଶୃଙ୍ଖଳାର ପ୍ରଥମ ମ୍ୟାଚ୍‌ରେ ବୋଲରଙ୍କ ସଫଳତା ବଳରେ ଘରୋଇ...

ନୂଆ ବର୍ଷରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ବର : ରାଜ୍ୟର ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ...

ଗମ୍ଭୀରଙ୍କ ଯୋଜନାକୁ ତିଳକଙ୍କ ସମର୍ଥନ

ଧର୍ମଶାଳା: ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର ଟ୍ବେଣ୍ଟି୨୦ କ୍ରିକେଟ୍‌ରେ ଭାରତୀୟ ବ୍ୟାଟିଂ...

Related Articles

Popular Categories