www.samajalive.in
Monday, December 15, 2025
27.1 C
Bhubaneswar

ସୀତାସାଗର ପୋଖରୀରୁ ବୃଦ୍ଧଙ୍କ ମୃତଦେହ ଉଦ୍ଧାର

ପାରଳାଖେମୁଣ୍ଡି: ସୀତାସାଗର ପୋଖରୀରୁ ବୃଦ୍ଧଙ୍କ ମୃତଦେହ ଉଦ୍ଧାର କରାଯାଇଛି। ବୃଦ୍ଧଙ୍କୁ ଅପହରଣ ଓ ହତ୍ୟା କରାଯାଇଥିବା ନେଇ ପରିବାର ଲୋକେ ଅଭିଯୋଗ ଆଣିଛନ୍ତି। ତାଙ୍କୁ ମାରି ପୋଖରୀରେ ଫିଙ୍ଗିଦେଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ସେ ୨ ଦିନ ତଳେ ନିଖୋଜ ଥିଲେ ଏବଂ ଆଜି ତାଙ୍କର ମୃତଦେହ ସୀତାସାଗର ପୋଖରୀରୁ ଉଦ୍ଧାର କରାଯାଇଛି। ଏହି ଘଟଣାର ପାରଳାଖେମୁଣ୍ଡି ପୁଲିସର ତଦନ୍ତ ଜାରି ରଖିଥିବା ସୂଚନା ମିଳିଛି।

Hot this week

ଡିଜିପିଙ୍କ କ୍ୟାମ୍ପ ଅଫିସ ସମ୍ମୁଖରେ ବିଜେଡିର ଧାରଣା

ଭୁବନେଶ୍ବର: ପ୍ରଣବଙ୍କ ଘରେ ଭଙ୍ଗାରୁଜାକୁ ନେଇ ପ୍ରତିବାଦ ତୀବ୍ର ହେବାରେ ଲାଗିଛି।...

କେନ୍ଦ୍ରାପଡାରେ ଶୀତଳ ଭଣ୍ଡାର ଲୋକାର୍ପଣ

ସମାଜ ଡିଜିଟାଲ ଡେସ୍କ: କେନ୍ଦ୍ରାପଡା ଜମଧର ଠାରେ ନିର୍ମିତ ଶୀତଳଭଣ୍ଡାରକୁ ଲୋକାର୍ପଣ...

ମୋଦୀଙ୍କୁ କଂଗ୍ରେସର ଅପଶବ୍ଦ : କ୍ଷମା ଦାବି କଲେ ନଡ୍ଡା

ସମାଜ ଲାଇଭ ଡ଼େସ୍କ : ଗତକାଲି ଦିଲ୍ଲୀରେ ଏସାଇଆର ବିରୋଧରେ କଂଗ୍ରେସ...

ମାଲକାନଗିରିରେ ସ୍ଵାଭାବିକ ହେଲା ଇଣ୍ଟରନେଟ୍

ମାଲକାନଗିରି: ମାଲକାନଗିରିରେ ହିଂସାର ୮ ଦିନ ପରେ ସ୍ଵାଭାବିକ ହେଲା...

ବୈଜୟନ୍ତ ପଣ୍ଡାଙ୍କୁ ଆସାମ ନିର୍ବାଚନ ଦାୟିତ୍ଵ

ସମାଜ ଲାଇଭ ଡ଼େସ୍କ : କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ପୁଣି...

Related Articles

Popular Categories