www.samajalive.in
Tuesday, December 9, 2025
17.1 C
Bhubaneswar

ମନମୋହନ ସିଂହଙ୍କ ବିୟୋଗରେ ପଞ୍ଜାବ ଓ ବିହାରରେ ୭ ଦିନିଆ ରାଷ୍ଟ୍ରୀୟ ଶୋକ

ଡେସ୍କ: ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂହଙ୍କ ବିୟୋଗରେ ପଞ୍ଜାବ ସରକାର ଜାନୁଆରୀ ପହିଲା ପର୍ଯ୍ୟନ୍ତ ୭ ଦିନିଆ ରାଷ୍ଟ୍ରୀୟ ଶୋକ ଘୋଷଣା କରିଛନ୍ତି। ଏହି ସମୟ ମଧ୍ୟରେ ରାଜ୍ୟ ସରକାରଙ୍କ କୌଣସି ସରକାରୀ ଉତ୍ସବ ଆୟୋଜନ କରାଯିବ ନାହିଁ ଏବଂ ଜାତୀୟ ପତାକା ଅର୍ଦ୍ଧନମିତ ରହିବ।

ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ବିୟୋଗରେ ବିହାର ସରକାର ମଧ୍ୟ ୭ ଦିନିଆ ଶୋକ ଘୋଷଣା କରିଛନ୍ତି। ଆଜିଠାରୁ ୨୦୨୫ ଜାନୁଆରି ପହିଲା ପର୍ଯ୍ୟନ୍ତ ରାଜ୍ୟରେ ଶୋକ ପାଳନ କରାଯିବ। ଆଜି ହେବାକୁ ଥିବା ଅନେକ ସାଧାରଣ କାର୍ଯ୍ୟକ୍ରମକୁ ବାତିଲ କରାଯାଇଛି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories