www.samajalive.in
Monday, December 8, 2025
27.1 C
Bhubaneswar

ଦୁର୍ଘଟଣାରେ ଜଳିଗଲା ଗାଡ଼ି, ୨ ମୃତ

ବାରିପଦା: ରାୟରଙ୍ଗପୁର ଥାନା ମହୁଲଡିଆ ଛକରେ ମର୍ମନ୍ତୁଦ ଦୁର୍ଘଟଣାରେ ୨ଜଣଙ୍କ ଜୀବନ ଯାଇଛି। ସଡ଼କ ଦୁର୍ଘଟଣା ପରେ ୨ ଗାଡ଼ିରେ ନିଆଁ ଲାଗିଯାଇ ୨ଜଣ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ରାୟରଙ୍ଗପୁର ଥାନା ମହୁଲଡିଆ ଛକରେ ପିକଅପ-ବାଇକ ମୁହାଁମୁହିଁ ଧକ୍କା ହେବାରୁ ଉଭୟ ଗାଡ଼ିରେ ନିଆଁ ଲାଗି ଯାଇଥିଲା। ପିକଅପ-ବାଇକ ମୁହାଁମୁହିଁ ଧକ୍କା ହେବା ଫଳରେ ବାଇକରେ ବସିଥିବା ୨ ଆରୋହୀ ଛିଟିକି ପଡ଼ିଥିଲେ ଏବଂ ସେମାନଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା। ୨ ମୃତ ବାଇକ ଆରୋହୀ ତିରିଂ ଥାନା ଅଞ୍ଚଳର ବୋଲି ସୂଚନା ମିଳିଛି।

Hot this week

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

Related Articles

Popular Categories