www.samajalive.in
Wednesday, December 10, 2025
16.1 C
Bhubaneswar

ଦୁର୍ଘଟଣାରେ ଜଳିଗଲା ଦୁଇ ଟ୍ରକ୍ ; ଜଣେ ଚାଳକ ଜୀବନ୍ତ ଦଗ୍ଧ

ଭବାନୀପାଟଣା : ଆଜି ଭୋରରେ ୨୬ ନମ୍ୱର୍ ଜାତୀୟ ରାଜପଥର ପାଷ୍ଟିଗୁଡ଼ି ନିକଟରେ ଏକ କୋଇଲା ବୋଝେଇ ଟ୍ରକ୍ ଧକ୍କାରେ ଦୁଇଟି ଟ୍ରକ୍ ସମ୍ପୂର୍ଣ୍ଣ ଜଳି ଯାଇଛି। ଏଥି ସହିତ କୋଇଲା ବୋଝେଇ ହେଇଥିବା ଟ୍ରକ୍ ଚାଳକ ଜୀବନ୍ତ ଦଗ୍ଧ ହେଇଥିବା ସୂଚନା ମିଳିଛି।
ସୂଚନା ଅନୁଯାୟୀ ଘଟଣାସ୍ଥଳରେ ପୂର୍ବରୁ ଅଟକି ଥିବା ଏକ ଚାଉଳ ବୋଝେଇ ଟ୍ରକକୁ କୋଇଲା ବୋଝେଇ ଟ୍ରକ ଧକ୍କା ଦେଇଥିଲା। କୋଇଲା ବୋଝେଇ ଟ୍ରକ ଚାଳକ ଜୀବନ୍ତ ଦଗ୍ଧ ହେଇଥିବା ବେଳେ ସେହି ଗାଡିର ହେଲ୍ଫରର ସନ୍ଧାନ ମିଳିନି। ଚାଉଳ ବୋଝେଇ ଟ୍ରକର ଚାଳକ ଏବଂ ହେଲ୍ଫରଙ୍କ ମଧ୍ୟ ସନ୍ଧାନ ମିଳିନି। ଦୁର୍ଘଟଣାର ଖବର ପାଇ ସ୍ଥାନୀୟ ଅଗ୍ନିଶମ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଂଚି ନିଆଁକୁ ଆୟତ୍ତ କରିଥିଲେ। ସଦର ଥାନା ପୁଲିସ ଘଟଣାର ତଦନ୍ତ କରୁଛି।

ଏହି ଧଳା ଶସ୍ତା ଜିନିଷ ଦୂର କରେ ବାସ୍ତୁ ଦୋଷ ; ଜାଣନ୍ତୁ ଚୁଟ୍‌କିରେ ଏହି ଉପାୟରେ ଘରେ କେବେ ହେବନି ଧନ ଅଭାବ, ସ୍ୱାମୀ-ସ୍ତ୍ରୀଙ୍କ ଝଗଡା, ଅଶାନ୍ତି..

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories