www.samajalive.in
Wednesday, December 10, 2025
18.1 C
Bhubaneswar

ଅପରାହ୍ଣ ୧୨ଟା ମୁଖ୍ୟ ଖବର

ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂହଙ୍କୁ ନିଗମବୋଧ ଘାଟରେ ଶେଷ ଦର୍ଶନ କଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ, ଗୃହମନ୍ତ୍ରୀ, ପ୍ରତିରକ୍ଷାମନ୍ତ୍ରୀ.. ସଲାମୀ ଦେଲେ ୩ ସେନା, କିଛି ସମୟ ପରେ ହେବ ଅନ୍ତିମ ସଂସ୍କାର..

ଭୁବନେଶ୍ଵର: ପଶ୍ଚିମାଝଡ଼ ପ୍ରଭାବରେ ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ସମ୍ଭାବନା, ୬ ଜିଲାରେ ବର୍ଷା ହେବା ନେଇ ଆକଳନ କରିଛି ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ କେନ୍ଦ୍ର..

- Advertisement -

ସୋର: ବାଲେଶ୍ଵର ଜିଲା ସୋର ଅନ୍ତର୍ଗତ ବାରିକପୁର ହାଟ ନିକଟରୁ ଗୋରୁ ଗାଡ଼ି ଜବତ, ୨ ବେପାରୀ ଗିରଫ..

କଳାହାଣ୍ଡି: ସଦର ଥାନା ଅନ୍ତର୍ଗତ ପାଷ୍ଟିଗୁଡ଼ା ନିକଟରେ ଦୁର୍ଘଟଣା ପରେ ଜଳିଗଲା ୨ ଟ୍ରକ, ଗୋଟିଏ ଟ୍ରକର ଡ୍ରାଇଭର ଜୀବନ୍ତ ଦଗ୍ଧ..

ଅଦିନିଆ ବର୍ଷାରେ ଫସଲ ନଷ୍ଟ: ଋଣ ଭାର ଯୋଗୁ ଜୀବନ ହାରିଲେ ଚାଷୀ, କେନ୍ଦ୍ରାପଡ଼ା ଜିଲା ଡେରାବିଶ ଅନ୍ତର୍ଗତ ଖମଳ ପଞ୍ଚାୟତର ବିଶକ ଗାଁରେ ଜଣେ ଚାଷୀ ଆତ୍ମହତ୍ୟା କରିଥିବା ସୂଚନା..

ଶୁକ୍ର-ଶନି ହେବେ ଏକାଠି ; ଏହି ୫ ରାଶି ହେବେ ଭାଗ୍ୟଶାଳୀ, ମିଳିବ ଧନ, ହେବ ବିବାହ..

Hot this week

ଭାରସାମ୍ୟ ହରାଇ ଓଲଟିଲା ଟ୍ରକ

ଫୁଲବାଣୀ :କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ଛକ ନିକଟ ବର ଗଛ...

ଭୁବନେଶ୍ୱର ସମେତ, କଟକ, ସମ୍ବଲପୁର, ରାଉରକେଲା, ବ୍ରହ୍ମପୁର ପୁରୀରେ ହେବ ଟାଉନ୍‌ ପ୍ଲାନିଂ

ଭୁବନେଶ୍ୱର: ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ତଥା ଭୁବନେଶ୍ୱର ଉନ୍ନୟନ...

ଆପଣଙ୍କ ବିଦ୍ୟୁତ୍‌ ବିଲ୍‌ କମାଇଦେବ AI

ନୂଆଦିଲ୍ଲୀ - ଏବେ ଏଆଇ ବା କୃତ୍ରିମ ବୁଦ୍ଧିମତାକୁ ନେଇ ଅନେକ...

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

Related Articles

Popular Categories