www.samajalive.in
Tuesday, December 9, 2025
16.1 C
Bhubaneswar

ଅପରାହ୍ଣ ୪ଟା ମୁଖ୍ୟ ଖବର

ପଞ୍ଚଭୂତରେ ବିଲୀନ ହୋଇଛି ପୂର୍ବତନ ପ୍ରଧାନମନ୍ତ୍ରୀ, ବିଶିଷ୍ଟ ଅର୍ଥଶାସ୍ତ୍ରୀ, ଭାରତୀୟ ଅର୍ଥନୀତିର ଅନ୍ୟତମ ବିନ୍ଧାଣୀ ଡ. ମନମୋହନ ସିଂହଙ୍କ ପାର୍ଥିବ ଶରୀର..

ଚଳିତ ମାସ ୩୦ ତାରିଖ ସୁଦ୍ଧା ଫସଲ କ୍ଷତି ଆକଳନ କରାଯିବ, ଲୋକ ସେବା ଭବନରେ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଫସଲ କ୍ଷୟକ୍ଷତି ସମ୍ପର୍କରେ ସମୀକ୍ଷା କରିଛନ୍ତି, ଡିବିଟି ଜରିଆରେ ଚାଷୀଙ୍କୁ ଫସଲ କ୍ଷତିପୂରଣ ପ୍ରଦାନ କରାଯିବ ବୋଲି କହିଛନ୍ତି..

- Advertisement -

ମୋହନାରେ ମୃଦୁ ଭୂମିକମ୍ପ ଅନୁଭୂତ, ଅପରାହ୍ଣ ୧ଟା୧ରେ ମୋହନା ଏହାର ଆଖପାଖ ଅଞ୍ଚଳ ଅଡବା, ଚାନ୍ଦିପୁଟ, ଲୁହାଗୁଡି ଓ ତପ୍ତପାଣି ଅଞ୍ଚଳରେ ମଧ୍ୟ ଭୂକମ୍ପ ଝଟକା ଅନୁଭୂତ ହୋଇଛି..

କେମିତି କଟିବ ନୂଆବର୍ଷ ୨୦୨୫.. ମେଷ ଠାରୁ ମୀନ: ଜାଣନ୍ତୁ କିଏ ହେବେ ମାଲାମାଲ୍‌, କାହାର ହେବ ନୂଆ ଚାକିରି, ବିବାହ, ନୂଆଘର, ସୁନା ଭଳି ଚମକିବ ଭାଗ୍ୟ..

୩ ହାର୍ଡକୋର ମହିଳା ମାଓବାଦୀ ଗିରଫ; ଥିଲା ୮ ଲକ୍ଷର ପୁରସ୍କାର..

ସୂଚନା ଦେଇଛନ୍ତି ଦକ୍ଷିଣ ପଶ୍ଚିମାଞ୍ଚଳ ଡିଆଇଜି ନୀତି ଶେଖର..

ଭୁବନେଶ୍ଵର: ପଶ୍ଚିମାଝଡ଼ ପ୍ରଭାବରେ ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ସମ୍ଭାବନା, ୬ ଜିଲାରେ ବର୍ଷା ହେବା ନେଇ ଆକଳନ କରିଛି ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ କେନ୍ଦ୍ର..

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories