www.samajalive.in
Sunday, December 14, 2025
26.1 C
Bhubaneswar

ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ବିୟୋଗରେ କ୍ୟାଣ୍ଡେଲ ଶୋଭାଯାତ୍ରା

ଆରଡି: ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂଙ୍କର ପରଲୋକ ଘଟିବା ପରେ ତାଙ୍କର ଅମର ଆତ୍ମାର ସଦଗତି କାମନା କରି ଆରଡି ସମେତ ନାନ୍ଦପୁର, ଓଳଗ, ସୁନ୍ଦରପୁର ୪ଟି ପଞ୍ଚାୟତର କଂଗ୍ରେସ କର୍ମୀ ଓ ଶୁଭେଛୁମାନେ ଶନିବାର ସନ୍ଧ୍ୟାରେ ଆରଡି ବସଷ୍ଟାଣ୍ଡ ଠାରୁ ଆଖଣ୍ଡଳମଣିଙ୍କ ମନ୍ଦିର ଯାଏଁ ମହମବତୀ ଜାଳି ନିରବ ଶୋଭାଯାତ୍ରା କରିଥିଲେ। ଶତାଧିକ କର୍ମୀ ଓ ଶୁଭେଛୁ ମହମବତୀ ଧରି ମୁଖ୍ୟ ବଜାର ସହ ସମସ୍ତ ସାହି ପରିକ୍ରମା କରିବା ପରେ ବାବା ଆଖଣ୍ଡଳମଣିଙ୍କ ମନ୍ଦିର ସିଂହ ଦ୍ବାର ସମୁଖରେ ସ୍ବର୍ଗତ ସିଂଙ୍କର ଅମର ଆତ୍ମାର ସଦଗତି କାମନା କରିଥିଲେ।

Hot this week

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

Related Articles

Popular Categories