www.samajalive.in
Sunday, December 14, 2025
26.1 C
Bhubaneswar

ଦେଶୀ ବିହନ ଆଦାନ ପ୍ରଦାନ ଓ ପାରମ୍ପରିକ ଖାଦ୍ୟ ପ୍ରଦର୍ଶନ

ଫୁଲବାଣୀ: କନ୍ଧମାଳ ଜିଲା ବେଲଘର ପଞ୍ଚାୟତର ବୁର୍ଲାଙ୍ଗି ଗ୍ରାମରେ ମିଲେଟ୍‌‌ ମିଶନ ଏବଂ ନିର୍ମାଣ ଅନୁଷ୍ଠାନ ମାଧ୍ୟମରେ କନ୍ଧମାଳର ପାରମ୍ପିରିକ ଖାଦ୍ୟ ଉପରେ ଅଞ୍ଚଳବାସୀଙ୍କୁ ସଚେତନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମାଣ୍ଡିଆ, କୁଏରି, କାଙ୍ଗୁ ପରି ଖାଦ୍ୟ ବିହନ ବଣ୍ଟନ କରାଯାଇଛି। କାର୍ଯ୍ୟକ୍ରମକୁ ଡଃ ପ୍ରଶାନ୍ତ ମହାନ୍ତି ପରିଚାଳନା କରିଥିବା ବେଳେ ଏଥିରେ ଅତିଥିଭାବେ ତୁମୁଡ଼ିବନ୍ଧ ଗୋଷ୍ଠି ଉନ୍ନୟନ ଅଧିକାରୀ ବନ ବିହାରୀ ହରିପାଲ, ଯୁବନେତା ନେତ୍ର ମାନସେଠ୍‌‌, ଉଦ୍ୟାନ ଅଧିକାରୀ ଦେବାଶିଷ୍‌‌ ମଲିକ, ଡ଼ିଜେଶ ଯୋଗୀ ପ୍ରମୁଖ ଯୋଗଦେଇ ବିଭିନ୍ନ ଦିଗ ଉପରେ ସଚେତନ କରିଥିଲେ।

Hot this week

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

Related Articles

Popular Categories