www.samajalive.in
Sunday, December 14, 2025
26.1 C
Bhubaneswar

ନୂଆବର୍ଷରେ ଜଗା ଦର୍ଶନ ପାଇଁ ସ୍ଵତନ୍ତ୍ର ବ୍ୟବସ୍ଥା

ସମାଜ ଡିଜିଟାଲ ଡେସ୍କ: ନୂଆବର୍ଷରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ସ୍ଵତନ୍ତ୍ର ବ୍ୟବସ୍ଥା କରାଯାଇଛି। ଭକ୍ତଙ୍କ ଭିଡ଼କୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ୩୧ ଓ ୧ ତାରିଖ ପାଇଁ ସ୍ଵତନ୍ତ୍ର ବ୍ୟବସ୍ଥା କରାଯାଇଛି। ଡିସେମ୍ବର ୩୧ ଓ ଜାନୁଆରୀ ୧ ତାରିଖ ଦୁଇ ଦିନ କେବଳ ସିଂହଦ୍ଵାରା ଦେଇ ଭକ୍ତ ପ୍ରବେଶ କରିବେ। ଅନ୍ୟ ୩ ଦ୍ଵାର ଦେଇ ପ୍ରସ୍ଥାନ କରିବେ।

ଅପରପକ୍ଷେ, ଶ୍ରୀମନ୍ଦିର ଓ ବେଳାଭୂମିରେ ଲକ୍ଷାଧିକ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ଜିଲା ପୁଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ଭିଡ଼ ନିୟନ୍ତ୍ରଣ ଓ ଟ୍ରାଫିକ୍‌ ପରିଚାଳନା ପାଇଁ ଜିଲାରେ ୬୦ ପ୍ଲାଟୁନ୍‌ ଫୋର୍ସ ମୁତୟନ କରାଯିବା ନେଇ ସୂଚନା ରହିଛି।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories