www.samajalive.in
Sunday, December 14, 2025
19.1 C
Bhubaneswar

ପ୍ରବାସୀ ଭାରତୀୟ ଦିବସ ପାଇଁ ଛାତ୍ରଛାତ୍ରୀଙ୍କ ମଧ୍ୟରେ ହେବ ପ୍ରତିଯୋଗିତା

ଭୁବନେଶ୍ବର: ୧୮ତମ ପ୍ରବାସୀ ଭାରତୀୟ ଦିବସ ପାଇଁ ସରକାରୀ ଏବଂ ଘରୋଇ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହେବ। ଅଷ୍ଟମରୁ ଦ୍ବାଦଶ ଶ୍ରେଣୀ ଛାତ୍ରଛାତ୍ରୀ ପ୍ରତିଯୋଗିତାରେ ଭାଗ ନେବେ। ରାଜ୍ୟର ପ୍ରତ୍ୟେକ ବିଦ୍ୟାଳୟରେ ଏହି ପ୍ରତିଯୋଗିତା ଆୟୋଜନ ପାଇଁ ନିର୍ଦେଶ ଦିଆଯାଇଛି।

‘ପ୍ରବାସୀ ଭାରତୀୟଙ୍କ ସଫଳତା ଏବଂ ବିକାଶଶୀଳ ଭାରତରେ ସେମାନଙ୍କ ଅବଦାନ’ ବିଷୟବସ୍ତୁକୁ ନେଇ ପ୍ରତିଯୋଗିତା ଆୟୋଜନ କରାଯିବ। ଏନେଇ ଏସ୍‌ଓପି ଜାରି ହୋଇଛି। ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ ପକ୍ଷରୁ ସମସ୍ତ ଜିଲା ଓ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କୁ ଏ ବାବଦରେ ଅବଗତ କରାଯାଇଛି। ସୂଚନା ଅନୁଯାୟୀ, ସମସ୍ତ ପ୍ରତିଯୋଗିତା ତଥା କାର୍ଯ୍ୟକ୍ରମ ଜାନୁଆରୀ ୮ ତାରିଖ ପୂର୍ବରୁ ଶେଷ ହେବ।

- Advertisement -

ବିଭିନ୍ନ ପ୍ରତିଯୋଗିତା ଆୟୋଜନ ନିମନ୍ତେ ଜିଲା ଏବଂ ବ୍ଲକସ୍ତରରେ ଜିଲା ଶିକ୍ଷା ଅଧିକାରୀ ଓ ଗୋଷ୍ଠୀ ଶିକ୍ଷା ଅଧିକାରୀ ନୋଡାଲ ଅଧିକାରୀ ଭାବେ କାର୍ଯ୍ୟ କରିବେ। ଜିଲା ଶିକ୍ଷା ଅଧିକାରୀଙ୍କ ଅଧ୍ୟକ୍ଷତାରେ ଜିଲା/ବ୍ଲକସ୍ତରରେ କମିଟି ଗଠନ ହେବ। ଏହାସହ ପ୍ରବାସୀ ଭାରତୀୟ ଦିବସ କାର୍ଯ୍ୟକ୍ରମର ଉଦ୍‌ଘାଟନ ଓ ଉଦ୍‌ଯାପନ ସମାରୋହର ଲାଇଭ୍‌ ଷ୍ଟ୍ରିମିଂ ବିଦ୍ୟାଳୟସ୍ତରରେ ହେବ।

Hot this week

ମାଲକାନଗିରି ହିଂସା:୧୨ ଗିରଫ

ସମାଜ ଲାଇଭ ଡ଼େସ୍କ:ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

under19 ଏସିଆ କପ୍ ରେ ଭାରତଠୁ ହାରିଲା ପାକିସ୍ତାନ, ବୋଲିଂରେ କମାଲ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ

ସମାଜ ନ୍ୟୁଜ ଡେସ୍କ- ପୁଣି ଭାରତଠାରୁ ହାରିଲା ପାକିସ୍ତାନ । under-19...

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

Related Articles

Popular Categories