ଭୁବନେଶ୍ୱର: ରାଜ୍ୟରେ ଆରମ୍ଭ ହେବ ସିଧା ସଳଖ ବିମାନ ସେବା, ଆକାଶ ପଥରେ ଅଧିକ ସହର ସହ ଯୋଡି ହେବ ଓଡିଶା। ଓଡ଼ିଶାର ଯୋଗାଯୋଗ ବ୍ୟବସ୍ଥାରେ ନୂଆ ଅଧ୍ୟାୟ ଯୋଡ଼ି ହେବାକୁ ଯାଉଛି। ୦୧ ଜାନୁ୍ଆରୀ ୨୦୨୫ରୁ ଝାରସୁଗୁଡାରୁ ହାଇଦ୍ରାବାଦ୍, ରାୟପୁର, ଲକ୍ଷ୍ନୌ, ମୁମ୍ବାଇକୁ ଏବଂ ୦୩ ଜାନୁ୍ଆରୀ ୨୦୨୫ରୁ ଭୁବନେଶ୍ବର ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦରରୁ ଇନ୍ଦୋର, ଡେରାଡୁନ୍, କୋଚି, ଜୟପୁର, ଲକ୍ଷ୍ନୌକୁ ସିଧାସଳଖ ବିମାନ ସେବା ଆରମ୍ଭ ହେଉଛି। ଏହା ରାଜ୍ୟର ଅର୍ଥନୈତିକ ବିକାଶ କ୍ଷେତ୍ରରେ ମାଇଲଖୁଣ୍ଟ ସାବ୍ୟସ୍ତ ହେବ ବୋଲି ମୁଖ୍ୟମନ୍ତ୍ରୀ ଟ୍ୱିଟ ଯୋଗେ ସୂଚନା ଦେଇଛନ୍ତି।
ଓଡ଼ିଶାର ଯୋଗାଯୋଗ ବ୍ୟବସ୍ଥାରେ ନୂଆ ଅଧ୍ୟାୟ ଯୋଡ଼ି ହେବାକୁ ଯାଉଛି। ୦୧ ଜାନୁ୍ଆରୀ ୨୦୨୫ରୁ ଝାରସୁଗୁଡାରୁ ହାଇଦ୍ରାବାଦ୍, ରାୟପୁର, ଲକ୍ଷ୍ନୌ, ମୁମ୍ବାଇକୁ ଏବଂ ୦୩ ଜାନୁ୍ଆରୀ ୨୦୨୫ରୁ ଭୁବନେଶ୍ବର ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦରରୁ ଇନ୍ଦୋର, ଡେରାଡୁନ୍, କୋଚି, ଜୟପୁର, ଲକ୍ଷ୍ନୌକୁ ସିଧାସଳଖ ବିମାନ ସେବା ଆରମ୍ଭ ହେଉଛି। ଏହା… pic.twitter.com/WiIJFpvP1p
— CMO Odisha (@CMO_Odisha) December 30, 2024



