www.samajalive.in
Wednesday, December 10, 2025
16.1 C
Bhubaneswar

୩୦ରେ ସର୍ବଦଳୀୟ ବୈଠକ

ନୂଆଦିଲ୍ଲୀ : ସଂସଦର ଅନ୍ତରୀଣ ବଜେଟ ଅଧିବେଶନକୁ ସୁଚାରୁ ରୂପେ ସଂଚାଳନ କରିବା ନିମିତ୍ତ ଲୋକସଭା ବାଚସ୍ପତି ସୁମିତ୍ରା ମହାଜନ ଜାନୁଆରୀ ୩୦​‌େ​ର ସର୍ବଳଦୀୟ ବୈଠକ ଡକାଇଛନ୍ତି। ଅନ୍ୟପଟେ ସଂସଦୀୟ ବ୍ୟାପର ମନ୍ତ୍ରୀ ନରେନ୍ଦ୍ର ସିଂହ ତୋମାର ଜାନୁଆରୀ ୩୧ରେ ପୁନଃ ସଂସଦରେ ଏକ ସର୍ବଦଳୀୟ ବୈଠକ ଡକାଇଛନ୍ତି। ଅନ୍ତରୀଣ ବଜେଟ ଅଧିବେଶନ ଜାନୁଆରୀ ୩୧ରୁ ଆରମ୍ଭ ହୋଇ ଫେବୃଆରୀ ୧୩ରେ ଶେଷ ହେବ। ଏହି ସମୟ ମଧ୍ୟରେ କେନ୍ଦ୍ର ସରକାର ଅନ୍ତରୀଣ ବଜେଟ ଉପସ୍ଥାପନ କରିବେ। ଲୋକସଭା ନିର୍ବାଚନ ପରେ ସରକାର ଗଠନ ହେବା ପରେ ପୂର୍ଣ୍ଣ ବଜେଟ ଉପସ୍ଥାପନ କରାଯିବ। ଚଳିତଥର ଅର୍ଥମନ୍ତ୍ରୀ ଅରୁଣ ଜେଟଲୀଙ୍କ ଅନୁପସ୍ଥିତି କାରଣରୁ କେନ୍ଦ୍ର ମନ୍ତ୍ରୀ ପୀୟୁଷ ଗୋଏଲ ଅନ୍ତରୀଣ ବଜେଟ ଉପସ୍ଥାପନ କରିବେ।

Hot this week

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

ଭାରସାମ୍ୟ ହରାଇ ଓଲଟିଲା ଟ୍ରକ

ଫୁଲବାଣୀ :କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ଛକ ନିକଟ ବର ଗଛ...

ଭୁବନେଶ୍ୱର ସମେତ, କଟକ, ସମ୍ବଲପୁର, ରାଉରକେଲା, ବ୍ରହ୍ମପୁର ପୁରୀରେ ହେବ ଟାଉନ୍‌ ପ୍ଲାନିଂ

ଭୁବନେଶ୍ୱର: ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ତଥା ଭୁବନେଶ୍ୱର ଉନ୍ନୟନ...

Related Articles

Popular Categories