www.samajalive.in
Friday, December 5, 2025
20.1 C
Bhubaneswar

ସ୍କୁଟି ରଖି ବୈତରଣୀ ନଦୀକୁ ଡେଇଁଲେ ଦୋକାନୀ !

କେନ୍ଦୁଝର : ବୈତରଣୀ ନଦୀକୁ ଡେଇଁ ଦୋକାନୀଙ୍କ ଆତ୍ମହତ୍ୟା।  ପୋଲ ଉପରେ ସ୍କୁଟି ରଖି ଡେଇଁ ପଡିଲେ। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କେନ୍ଦୁଝର ଜିଲ୍ଲା ବଡବିଲ ଚମ୍ପୁଆ ଅଞ୍ଚଳରେ। ଆଜି ସକାଳୁ ଜଣେ ଦୋକାନୀ ବୈତରଣୀ ନଦୀ ପୋଲ ଉପରେ ନିଜ ସ୍କୁଟି ରଖି ଡେଇଁପଡିଛନ୍ତି। ମୃତକ ଜଣକ ବିସ୍କୁଟ ହୋଲସେଲିଂ ଦୋକାନୀ ବସନ୍ତ ପାତ୍ର ବୋଲି ଜଣାପଡିଛି। କିଛି ସ୍ଥାନୀୟ ଲୋକ ମୃତଦେହ ଭାସୁଥିବା ଦେଖି ପୁଲିସକୁ ଖବର ଦେଇଥିଲେ। ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ସ୍କୁଟି ଜବତ କରିବା ସହ ଅଧିକ ତଦନ୍ତ ଜାରି ରଖିଛି। ବର୍ତ୍ତମାନ ସୁଦ୍ଧା ମୃତ୍ୟୁର କାରଣ ଜଣାପଡିନାହିଁ।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories