www.samajalive.in
Monday, December 8, 2025
27.1 C
Bhubaneswar

ଢାବାରେ ଚଢ଼ାଉ: ଦେଶୀ ଓ ବିଦେଶୀ ମଦ ଜବତ, ୪ ଗିରଫ

ସମ୍ବଲପୁର: ସମ୍ବଲପୁର ସଦର ଅବକାରୀ ରେଞ୍ଜ ଅନ୍ତର୍ଗତ ୪ ଗୋଟି ଢାବାରେ ସୋମବାର ଚଢାଉ କରି ବହୁ ପରିମାଣର ବିଦେଶ ଓ ଦେଶୀ ମଦକୁ ଜବତ କରିଛି ଅବକାରୀ ପୁଲିସ। ଏଥିସହ ଘଟଣାରେ ୪ ଜଣଙ୍କ ଗିରଫ କରାଯାଇଛି।

ପ୍ରାପ୍ତ ସୂଚନା ଅନୁସାରେ, ସମ୍ବଲପୁର ସଦର ଅବକାରୀ ରେଞ୍ଜ କାର୍ଯ୍ୟାଳୟ ପକ୍ଷରୁ ଗଠିତ ଟିମ୍ ନବବର୍ଷ ପାଇଁ ବିଭିନ୍ନ ଢାବା ଉପରେ ଅତର୍କିତ ଚଢ଼ାଉ କରିଥିବାବେଳେ ମୋଟ୍ ୪ ଗୋଟି ଢାବାରୁ ୪୩ ଲିଟର ୮୬ ଏମଏଲ ବିଦେଶୀ ମଦ ଓ ୧୪ ଲିଟର ଦେଶୀ ରନ୍ଧାମଦକୁ ଜବତ କରିଛି। ଏହି ଘଟଣାରେ ୪ ଜଣଙ୍କୁ ଗିରଫ କରାଯାଇଥିବା ଅବକାରୀ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ହୋଟେଲ ବୁକିଂ ନାଁରେ ଠକେଇ: ସାବଧାନ, ଠକମାନେ ଏମିତି ଫଶାଉଛନ୍ତି

ସମାଜ ଡିଜିଟାଲ ଡେସ୍କ: ନିକଟରେ, ପ୍ରୟାଗରାଜର କ୍ୟାଣ୍ଟ ପୁଲିସ ଷ୍ଟେସନ ଅଞ୍ଚଳରେ...

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

Related Articles

Popular Categories