www.samajalive.in
Sunday, December 14, 2025
16.1 C
Bhubaneswar

ନୂଆବର୍ଷ ପାଳିବେନି ନବୀନ

ଭୁବନେଶ୍ୱର : ନୂଆବର୍ଷ ପାଳିବେନି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତ ମନମୋହନ ସିଂହଙ୍କ ବିୟୋଗରେ ଚାଲିଥିବା ରାଷ୍ଟ୍ରୀୟ ଶୋକ ଓ ଅଦିନିଆ ବର୍ଷାରେ କ୍ଷତିଗ୍ରସ୍ତ ଚାଷୀଙ୍କ ଦୁଃଖରେ ସମବେଦନା ଜଣାଇ ଶ୍ରୀ ପଟ୍ଟନାୟକ ନୂଆବର୍ଷ କାର୍ଯ୍ୟକ୍ରମରେ ସାମିଲ ହେବେ ନାହିଁ। ତେଣୁ ଅଭିନନ୍ଦନ ପାଇଁ ଆଜି ନବୀନ ନିବାସକୁ ନ ଆସିବା ପାଇଁ ଶ୍ରୀ ପଟ୍ଟନାୟକ ଶୁଭେଚ୍ଛୁଙ୍କୁ ଅନୁରୋଧ କରିଛନ୍ତି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories