www.samajalive.in
Tuesday, December 9, 2025
16.1 C
Bhubaneswar

କାଳିଆ ଦର୍ଶନ ପାଇଁ ପ୍ରବଳ ଭିଡ; ବ୍ୟାରିକେଡ୍‌ ଭାଙ୍ଗିଲେ ଶ୍ରଦ୍ଧାଳୁ

ପୁରୀ : ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ଲାଗି ବିଳମ୍ବିତ ରାତିରୁ ଲାଗି ରହିଛି ଶ୍ରଦ୍ଧାଳୁଙ୍କ ଭିଡ। ଲୋକାରଣ୍ୟ ହୋଇ ଉଠିଛି ବଡଦାଣ୍ଡ। ପ୍ରବଳ ଭିଡ ଯୋଗୁଁ ଠେଲାପେଲା ପରିସ୍ଥିତି ସହ ବ୍ୟାରିକେଡ୍‌ ଭାଙ୍ଗିଲେ ଭକ୍ତ। ସିଂହଦ୍ୱାର ସମ୍ମୁଖରେ ଥିବା ବ୍ୟାରିକେଡ୍‌କୁ ଶ୍ରଦ୍ଧାଳୁ ଭାଙ୍ଗି ଦେଇଛନ୍ତି। ପୁଲିସ ପରିସ୍ଥିତିକୁ ନିୟନ୍ତ୍ରଣ କରିବାକୁ ଚେଷ୍ଟା କରୁଛି ।

ନୂଆବର୍ଷର ପ୍ରଥମ ଦିନରେ ଧନଲକ୍ଷ୍ମୀ ସହ ବଡ ରାଜଯୋଗ ; ଏହି ରାଶି ହେବେ ଭାଗ୍ୟଶାଳୀ, ମିଳିବ ହଠାତ୍‌ ଧନ, ସ୍ଥିର ହେବ ବିବାହ..

Hot this week

ମଙ୍ଗଳବାର ରାଶିଫଳ: ଭାଗ୍ୟ ଡୋରିକୁ ନିଜ ହାତରେ ରଖିବେ, ବ୍ୟବସାୟରୁ ପ୍ରଚୁର ଲାଭ ହେବ

ମେଷ: ସୁଖଦା, ସତ୍‌ଚରିତ୍ରା, ପତିବ୍ରତା ସହଧର୍ମିଣୀଙ୍କ ପରାମର୍ଶ ଉପାଦେୟ ହେବ। ବିଭିନ୍ନ ସୂତ୍ରରୁ...

ଟଙ୍କାର ବିନିମୟ ମୂଲ୍ୟ ଆଉ ୧୬ ପଇସା କମିଲା

ନୂଆଦିଲ୍ଲୀ, ୮ା୧୨: ସୋମବାର ଆମେରିକୀୟ ଡଲାର ତୁଳନାରେ ଟଙ୍କା ୧୬ ପଇସା...

କଟାମୁଣ୍ଡ ପାଇଁ ଲଙ୍କାକାଣ୍ଡ: ଏମଭି -୨୬ ଗାଁ ଛାରଖାର

ମାଲକାନଗିରି/କୋରୁକୋଣ୍ଡା: ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ଅନ୍ତର୍ଗତ ପୋଟେରୁ ନଦୀର ଡୁଡାମେଟଲା...

ଆଜି ବାରବାଟୀ ମହାସମର: ଦକ୍ଷିଣ ଆଫ୍ରିକାକୁ ଟକ୍କର ଦେବ ଭାରତ

କଟକ: କ୍ରିକେଟ୍‌ ମହାସମର ପାଇଁ ବାରବାଟୀ ପ୍ରସ୍ତୁତ। ଏବେ କେବଳ ମୁକାବିଲାକୁ...

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

Related Articles

Popular Categories