www.samajalive.in
Sunday, December 7, 2025
26.1 C
Bhubaneswar

ରାଜଧାନୀରେ ବୀଭତ୍ସ ହତ୍ୟା; ରେଳ ଧାରଣାରେ ପଡିଛି କ୍ଷତାକ୍ତ ମୃତଦେହ

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରରେ ଜଣେ ଯୁବକଙ୍କୁ ବୀଭତ୍ସ ଭାବେ ହତ୍ୟା କରାଯାଇଥିବା ଏକ ଘଟଣା ଗୁରୁବାର ସାମ୍ନାକୁ ଆସିବା ସହ ହଇଚଇ ସୃଷ୍ଟି କରିଛି । ଖଣ୍ଡାରେ ହାଣି ଯୁବକଙ୍କୁ ହତ୍ୟା କରାଯାଇଛି । ପୁନମା ଗେଟ୍‌ ନିକଟ ରେଳ ଧାରଣାରେ ଯୁବକଙ୍କ କ୍ଷତାକ୍ତ ମୃତଦେହ ପଡିଥିବା ବେଳେ ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିଛି । ଯୁବକଙ୍କ ପରିଚୟ ଅସ୍ପଷ୍ଟ ରହିଥିବା ବେଳେ ତାଙ୍କ ପିଠି ଓ ଦେହରେ ଗଭୀର କ୍ଷତଚିହ୍ନ ରହିଛି । ପରିବାର ହତ୍ୟା ଅଭିଯୋଗ ଆଣିବା ସହ ମାମଲା ରୁଜୁ କରି ପୁଲିସ ଘଟଣାର ତଦନ୍ତ ଜାରି ରଖିଛି ।

ନୂଆବର୍ଷ ୨୦୨୫ : ରାହୁ କରିବେ ଚଳନ, ଜାଣନ୍ତୁ ୧୨ ରାଶି ଉପରେ ପଡିବ କି ପ୍ରଭାବ..

Hot this week

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

Related Articles

Popular Categories