www.samajalive.in
Saturday, December 6, 2025
19.1 C
Bhubaneswar

ରାଉରକେଲା ସବୁଠୁ ଥଣ୍ଡା ସହର

ଭୁବନେଶ୍ଵର: ଶୀତରେ ଥରୁଛି ସାରା ଓଡିଶା। ଦେଶର ପୂର୍ବ ଭାଗରେ ଥିବା ଗୁରୁଚାପ ବଳୟଟି ପଶ୍ଚିମ ଦିଗକୁ ଗତି କରୁଥିବାରୁ ରାଜ୍ୟକୁ ଥଣ୍ଡା ଶୁଷ୍କ ବାୟୁ ପ୍ରବାହ ବଢିଛି । ରାତିର ତାପମାତ୍ରା ପ୍ରାୟ ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ କମିଛି । ଜାନୁଆରୀ ପ୍ରଥମ ସପ୍ତାହ ପର୍ଯ୍ୟନ୍ତ ରାଜ୍ୟରେ ଶୀତ ଲାଗି ରହିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ସେପଟେ ରାଉରକେଲା ଚଳିତବର୍ଷର ସବୁଠୁ ଥଣ୍ଡା ସହର ପାଲଟିଛି  । ଝାରସୁଗୁଡ଼ାରେ ୮, କେନ୍ଦୁଝରରେ ୯.୫, ସୁନ୍ଦରଗଡ଼ରେ ୯.୭ ଫୁଲବାଣୀରେ ୯.୫, ଦାରିଙ୍ଗବାଡିରେ ୯.୫, ରାଉରକେଲାରେ ୭ ଡିଗ୍ରୀ ପାରଦ ରହିଛି । ଅନୁଗୁଳ ଓ ସୋନପୁରରେ ୧୦ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି । ଭୁବନେଶ୍ୱରରେ ମଧ୍ୟରେ ମଧ୍ୟ ପାରଦ କମ୍ ରହିଛି। ବୁଧବାର  ଭୁବନେଶ୍ୱରର ୧୩.୨ ଏବଂ କଟକରେ ସବନିମ୍ନ ତାପମାତ୍ରା ୧୩ ଡିଗ୍ରୀ ରେକର୍ଡ ହୋଇଛି।

Hot this week

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

Related Articles

Popular Categories