www.samajalive.in
Monday, December 8, 2025
20.1 C
Bhubaneswar

ଓଡିଶାରେ ନବନିଯୁକ୍ତ ରାଜ୍ୟପାଳ ଡ଼ ହରିବାବୁ କମ୍ଭମପତି

ଭୁବନେଶ୍ୱର : ଭୁବନେଶ୍ୱରରେ ଗୁରୁବାର ଜାନୁଆରୀ ୨ ତାରିଖରେ ଆସି ପହଞ୍ଚି ସାରିଛନ୍ତି ନବନିଯୁକ୍ତ ରାଜ୍ୟପାଳ ଡ଼ ହରିବାବୁ କମ୍ଭମପତି । ରାଜ୍ୟପାଳ ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ଭବ୍ୟ ସ୍ୱାଗତ କରାଯିବା ସହ ଦିଆଗଲା ଗାର୍ଡ ଅଫ୍‌ ଅନର୍‌ । ଆଜି ରାଜ୍ୟପାଳ ପୁରୀ ରାଜଭବନ ଯାଇ ସେଠାରେ ରାତ୍ରୀ ଯାପନ କରିବେ। ଶୁକ୍ରବାର ଅର୍ଥାତ୍‌ ଜାନୁଆରୀ ୩ ତାରିଖରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କରି ଭୁବନେଶ୍ୱରରେ ପହଞ୍ଚିବେ। ଏହାପରେ ୧୦ ଟା ୧୫ରେ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କରିବେ।

ଜାଣନ୍ତୁ କାହିଁକି ହୁଏ ବିବାହରେ ବିଳମ୍ବ, କେଉଁ ବୟସରେ ହେବ ଆପଣଙ୍କ ବିବାହ..

ନୂଆବର୍ଷ ୨୦୨୫ : ରାହୁ କରିବେ ଚଳନ, ଜାଣନ୍ତୁ ୧୨ ରାଶି ଉପରେ ପଡିବ କି ପ୍ରଭାବ..

- Advertisement -

 

Hot this week

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

Related Articles

Popular Categories