www.samajalive.in
Sunday, December 14, 2025
19.1 C
Bhubaneswar

ପ୍ରବାସୀ ଭାରତୀୟ ଦିବସ, ଖୋଲିଲା ୨୪ ଘଣ୍ଟିଆ ନିୟନ୍ତ୍ରଣ କକ୍ଷ

ଡେସ୍କ: ଭୁବନେଶ୍ୱରରେ ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ ଆୟୋଜନକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଆଜିଠାରୁ ୨୪ ଘଣ୍ଟିଆ ନିୟନ୍ତ୍ରଣ କକ୍ଷ କାର୍ଯ୍ୟକ୍ଷମ କରିଛନ୍ତି। ଚଳିତ ମାସ ୮ରୁ ୧୦ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରରେ ପ୍ରବାସୀ ଭାରତୀୟ ଦିବସ ଆୟୋଜି ହେବ। ଏଥିପାଇଁ ଜୋରଦାର ପ୍ରସ୍ତୁତି ଚାଲିଛି।

ସୂଚନା ଅନୁଯାୟୀ, ଏହି କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଥିବା ପ୍ରବାସୀ ଭାରତୀୟଙ୍କ ସମେତ ସମସ୍ତ ବ୍ୟକ୍ତିବିଶେଷ, ସରକାରୀ ଅଧିକାରୀ ଓ ଗଣମାଧ୍ୟମ ସଂସ୍ଥା ନିୟନ୍ତ୍ରଣ କକ୍ଷ ସହ ଯୋଗାଯୋଗ କରି ଆବଶ୍ୟକ ତଥ୍ୟ ପାଇପାରିବେ। ଗୃହ ବିଭାଗରେ ଖୋଲାଯାଇଥିବା ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍‌ ଚଳିତ ଜାନୁଆରୀ ୨ରୁ ୧୧ ତାରିଖ ଯାଏଁ କାର୍ଯ୍ୟକ୍ରମ ରହିବ। ନିୟନ୍ତ୍ରଣ କକ୍ଷ ଟେଲିଫୋନ ନମ୍ବର ହେଉଛି ୦୬୭୪-୨୩୯୦୪୧୧ ଏବଂ ୦୬୭୪-୨୩୯୦୮୧୧।

Hot this week

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

Related Articles

Popular Categories