www.samajalive.in
Monday, December 15, 2025
24.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

ଜାନୁଆରୀ ୬ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି.. ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟରେ ମୁଖ୍ୟମନ୍ତ୍ରୀ ବ୍ୟସ୍ତ ରହିବାକୁ ଥିବାରୁ ସେହିଦିନ ବନ୍ଦ ରହିବ ଜନଶୁଣାଣୀ..

୪ ଭାରତୀୟ ଖେଳାଳିଙ୍କୁ ମିଳିବ ଖେଳରତ୍ନ ପୁରସ୍କାର.. ବିଶ୍ଵ ଚେସ୍ ଚମ୍ପିଆନ ଗୁକେସ୍‌ ଡି, ଶୁଟର ମନୁ ଭାକର, ହକି ଖେଳାଳି ହରମନପ୍ରୀତ ସିଂହ ଓ ପାରା ଆଥଲେଟ୍‌ ପ୍ରବୀଣ କୁମାରଙ୍କୁ ମିଳିବ ଖେଳରତ୍ନ ପୁରସ୍କାର..

- Advertisement -

ଭୁବନେଶ୍ୱରରେ ପହଞ୍ଚି ପୁରୀ ଯାଇ ଜଗନ୍ନାଥଙ୍କୁ ଦର୍ଶନ କଲେ ନବନିଯୁକ୍ତ ରାଜ୍ୟପାଳ ଡ. ହରିବାବୁ କମ୍ଭମପତି.. ଆସନ୍ତାକାଲି ନେବେ ଶପଥ..

ସ୍ଵାଧୀନତା ସଂଗ୍ରାମୀଙ୍କ ଭତ୍ତା ବୃଦ୍ଧି କଲେ ରାଜ୍ୟ ସରକାର.. କାରାବରଣ କରିଥିବା ସ୍ବାଧୀନତା ସଂଗ୍ରାମୀମାନଙ୍କ ଭତ୍ତାକୁ କଲେ ଦୁଇଗୁଣା..

ଆଇଏଏସ ସ୍ତରରେ ଅଦଳବଦଳ.. ବଦଳିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ ସଚିବ ଅରିନ୍ଦମ ଡାକୁଆ.. ପୌର ପ୍ରଶାସକ ଏବଂ ନଗର ଉନ୍ନୟନ ବିଭାଗ ଅତିରିକ୍ତ ସଚିବ ଭାବେ ମିଳିଲା ନୂଆ ଦାୟିତ୍ଵ..

ଓଡ଼ିଶାରେ ପହଞ୍ଚିଲା ଡବଲ ଡେକର ବସ୍‌.. ମହାରାଷ୍ଟ୍ରରୁ ଆସିଥିବା ବସ୍‌ ବ୍ରହ୍ମପୁରରେ ପହଞ୍ଚିଲା..

Hot this week

ନିଷ୍ପତ୍ତି ଉପରେ ଆଉ ଥରେ ବିଚାର କରିବା ଉଚିତ- ନରସିଂହ ମିଶ୍ର

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ ବହିଷ୍କୃତ...

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

Related Articles

Popular Categories