www.samajalive.in
Saturday, December 13, 2025
14.1 C
Bhubaneswar

ପ୍ରବାସୀ ଭାରତୀୟ ଦିବସ ବ୍ୟାଘତ ପାଇଁ ଖଲିସ୍ତାନୀ ଆତଙ୍କବାଦୀ ପନ୍ନୁର ଧମକପୂର୍ଣ୍ଣ ମେଲ

ଭୁବନେଶ୍ୱର: ପୁଣି ଖଲିସ୍ତାନୀ ଆତଙ୍କବାଦୀ ପନ୍ନୁର ଧମକପୂର୍ଣ୍ଣ ମେଲ ମିଳିଛି। ଖଲିସ୍ତାନୀ ଆତଙ୍କବାଦୀ ପନ୍ନୁ ପ୍ରବାସୀ ଭାରତୀୟ ଦିବସ ବ୍ୟାଘତ ପାଇଁ ଧମକପୂର୍ଣ୍ଣ ମେଲ ଦେଇଛି। ବରିଷ୍ଠ ସାମ୍ବାଦିକ ଅକ୍ଷୟ ସାହୁଙ୍କ ମେଲକୁ ଖଲିସ୍ତାନୀ ଆତଙ୍କବାଦୀ ପନ୍ନୁ ଧମକପୂର୍ଣ୍ଣ ମେସେଜ ଦେଇଛି। ବରିଷ୍ଠ ସାମ୍ବାଦିକ ଅକ୍ଷୟ ସାହୁ ଭିଡିଓ ମାଧ୍ୟମରେ ଧମକପୂର୍ଣ୍ଣ ମେଲ ଦେଇଛି ପନ୍ନୁ।

Hot this week

ଶନିବାର ରାଶିଫଳ: ଈପ୍‌ସିତ ଅର୍ଥ ପ୍ରାପ୍ତିର ସୂଚନା,

ମେଷ: ଧୈର୍ଯ୍ୟ ଓ ସାହସ ସଞ୍ଚୟ କରି ଆଶୁ ବିପଦର ମୁକାବିଲା କରିପାରନ୍ତି।...

ସାବଧାନ, ଅଣ୍ଡା ଖାଇଲେ ହେଉଛି କ୍ୟାନସର!

ଶୀତ ଋତୁରେ ଅଧିକାଂଶ ଲୋକ ଅଣ୍ଡା ଖାଆନ୍ତି। ଅଣ୍ଡାରେ ପ୍ରୋଟିନ୍, କ୍ୟାଲସିୟମ୍...

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

Related Articles

Popular Categories