www.samajalive.in
Monday, December 8, 2025
20.1 C
Bhubaneswar

ମଣ୍ଡିରେ ଧାନ ଖାଇଲେ ହାତୀ

କଣ୍ଟାବାଞ୍ଜି: ପାଚେରୀ ଭାଙ୍ଗି ମଣ୍ଡିରେ ପଶିଲେ, ଧାନ ଖାଇଲେ ହାତୀ। ମୁରିବାହାଲ ବ୍ଲକ ବଡ଼ସାଇମରା ମଣ୍ଡିରେ ୧୩ ଟିକିଆ ହାତୀଙ୍କ ଉତ୍ପାତ। ୫୦ରୁ ଅଧିକ ବସ୍ତା ଧାନ ଖାଇବା ସହ ଧାନ ନଷ୍ଟ କଲେ ହାତୀ ପଲ।

Hot this week

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

Related Articles

Popular Categories