www.samajalive.in
Monday, December 8, 2025
27.1 C
Bhubaneswar

ଅପରାହ୍ଣ ୪ଟା ମୁଖ୍ୟ ଖବର

ଶପଥ ନେଲେ ନବନିଯୁକ୍ତ ରାଜ୍ୟପାଳ ହରିବାବୁ କମ୍ଭମ୍‌ପତି.. ଶପଥପାଠ କରାଇଲେ ହାଇକୋର୍ଟ ମୁଖ୍ୟ ବିଚାରପତି.. ରାଜଭବନରେ ଶପଥପାଠ କାର୍ଯ୍ୟକ୍ରମ ଆୟୋଜିତ..

ଅଦିନିଆ ବର୍ଷା ପ୍ରାକୃତିକ ବିପର୍ଯ୍ୟୟ ଘୋଷଣା, କୃଷି ଓଡ଼ିଶା କାର୍ଯ୍ୟକ୍ରମରେ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ..

- Advertisement -

ନୟାଗଡ଼ ରିଜର୍ଭ ପୁଲିସର ୪ ପୁଲିସ କର୍ମଚାରୀ ନିଲମ୍ବିତ, ବିଶୃଙ୍ଖଳିତ ଆଚରଣ ପାଇଁ ନିଲମ୍ବନ କଲେ ନୟାଗଡ଼ ଏସ୍‌ପି..

ଆସନ୍ତା ୫ ତାରିଖ ପରେ ରାଜ୍ୟରେ ଶୀତ କମିବା ସମ୍ଭାବନା ରହିଛି, ସକ୍ରିୟ ହେବାକୁ ଥିବା ପଶ୍ଚିମା ଝଡ ପ୍ରଭାବରେ ଶୀତ କମିବ..

ମକର ସଂକ୍ରାନ୍ତି: ବାସ୍‌ ଏହି ଜିନିଷ ଦାନ କଲେ, ମିଳିବ ସୂର୍ଯ୍ୟ-ଶନିଙ୍କ କୃପା, ବର୍ଷଯାକ ଧନ, ଗ୍ରହ ଦୋଷ, ରୋଗରୁ ମୁକ୍ତି..

ପ୍ରବାସୀ ଭାରତୀୟ ଦିବସ ବ୍ୟାଘତ ପାଇଁ ଖଲିସ୍ତାନୀ ଆତଙ୍କବାଦୀ ପନ୍ନୁର ଧମକପୂର୍ଣ୍ଣ ମେଲ..

ବରିଷ୍ଠ ସାମ୍ବାଦିକ ଅକ୍ଷୟ ସାହୁଙ୍କ ମେଲକୁ ଖଲିସ୍ତାନୀ ଆତଙ୍କବାଦୀ ପନ୍ନୁ ଧମକପୂର୍ଣ୍ଣ ମେସେଜ ଦେଇଛି..

ରାଉରକେଲା: ଗଞ୍ଜେଇ ଓ ବ୍ରାଉନସୁଗାର କାରବାର ନେଇ ବଡ଼ ଧରଣର ଚଢ଼ାଉ, ଏସପି ଓ ଡିଏସପିଙ୍କ ନେତୃତ୍ୱରେ ଚାଲିଛି ବଡ଼ ଧରଣର ରେଡ..

୪ ଜାନୁଆରୀରେ ବୁଧ ଚଳନ; ଏହି ୫ ରାଶି ହେବେ ମାଲାମାଲ୍‌, ମିଳିବ ହଠାତ୍‌ ଧନ, ଖୋଲିବ ବନ୍ଦ ଭାଗ୍ୟର ତାଲା..

ସିଡ୍‌‌ନୀ ଟେଷ୍ଟରେ ବାଦ ପଡ଼ିଲେ ଅଧିନାୟକ ରୋହିତ ଶର୍ମା, ଦୁର୍ବଳ ଫର୍ମ ପାଇଁ ରୋହିତଙ୍କୁ ବାଦ ଦିଆଯାଇଥିବା ସୂଚନା..

ଅଇଁଠାପାଲିରେ ମଣପୁରମ୍‌ ଗୋଲ୍ଡରୁ ବିପୁଳ ସୁନା ଅଳଙ୍କାର ଲୁଟ୍‌..

ସାବଧାନ୍‌; ଆସିଲା ନୂଆ ଟ୍ରାଫିକ୍‌ ନିୟମ, ଏଣିକି ଚାଲାଣ କଟିବ ହଜାର ନୁହେଁ ଲକ୍ଷ ଲକ୍ଷ ଟଙ୍କା..

ଦେଖନ୍ତୁ ମାଆ ସିଂହୀ ଓ ଶାବକର ମନଛୁଆଁ ଭିଡିଓ..

Hot this week

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

Related Articles

Popular Categories