www.samajalive.in
Wednesday, December 10, 2025
26.1 C
Bhubaneswar

ପିଏମ ସୂର୍ଯ୍ୟଘର ଯୋଜନାରେ ମିଳିବ ସହାୟତା

ସମାଜ ଡିଜିଟାଲ ଡେସ୍କ: ପ୍ରଧାନମନ୍ତ୍ରୀ(ପିଏମ) ସୂର୍ଯ୍ୟଘର ଯୋଜନାରେ ସୋଲାର ପ୍ରକଳ୍ପ ସ୍ଥାପନ କଲେ ହିତାଧିକାରୀଙ୍କୁ ସବସିଡି ପ୍ରଦାନ କରାଯିବ। ୧ କିଲୋୱାଟ ପିଛା ରାଜ୍ୟ ସରକାର ୨୫ ହଜାର ଟଙ୍କା ଦେବେ। ୩ କିଲୋୱାଟ ସୋଲାର ପ୍ରକଳ୍ପ ଲଗାଇଲେ ରାଜ୍ୟ ଆଉ ୧୦ ହଜାର ଟଙ୍କା ଦେବ। ୨୦୨୪ରୁ ୨୦୨୭ ମଧ୍ୟରେ ଏଥିପାଇଁ ୧୮୦୦ କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି ଶୁକ୍ରବାର ରାଜ୍ୟ କ୍ୟାବିନେଟ ବୈଠକରେ ନିଷ୍ପତ୍ତି ନିଆଯାଇଛି। ରାଜ୍ୟର ପ୍ରାୟ ୩ ଲକ୍ଷ ଘରୋଇ ବିଦ୍ୟୁତ ଉପଭୋକ୍ତା ଏହାଦ୍ବାରା ଲାଭାନ୍ବିତ ହେବେ। ଏହା ସହିତ ରୁଫଟପ ସୌର ପ୍ରକଳ୍ପ ପାଇଁ କିଲୋୱାଟ ପିଛା ୧୮ ହଜାର ଟଙ୍କା ସବସିଡି ଦିଆଯିବ ବୋଲି ନିଷ୍ପତ୍ତି ହୋଇଛି।

Hot this week

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

ଇଣ୍ଡିଗୋ ଅଚଳାବସ୍ଥା : ୧୧ଟି ବିମାନବନ୍ଦରରେ କ୍ଷେତ୍ର ଯାଞ୍ଚ ପାଇଁ ଡିଜିସିଏ ନିର୍ଦ୍ଦେଶ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋର ଉଡାଣ କ୍ଷେତ୍ରରେ ବଡ଼ ଧରଣର...

Related Articles

Popular Categories