www.samajalive.in
Sunday, December 7, 2025
26.1 C
Bhubaneswar

୮ ତାରିଖରେ ଓଡିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର : ଓଡିଶା ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଆସନ୍ତା ୮ ତାରିଖରେ ଭୁବନେଶ୍ୱର ଆସି ପହଞ୍ଚିବେ ପ୍ରଧାନମନ୍ତ୍ରୀ। ରାତି ୮ଟାରେ ବିମାନବନ୍ଦରରେ ପହଞ୍ଚି ସିଧା ରାଜଭବନ ଯିବେ। ସେଠାରେ ରାତ୍ରୀଯାପନ କରିବେ। ୯ ତାରିଖରେ ପ୍ରବାସୀ ଭାରତୀୟ କାର୍ଯ୍ୟକ୍ରମରେ ଯୋଗ ଦେବେ। ଜନତା ମଇଦାରେ କାର୍ଯ୍ୟକ୍ରମରେ ସାମିଲ ହେବେ ପ୍ରଧାନମନ୍ତ୍ରୀ।

ଏକାଠି ହେବେ ସୂର୍ଯ୍ୟ-ଶନି, ହେବ ମହାସଂଯୋଗ, ଏହି ରାଶି ହେବେ ଭାଗ୍ୟଶାଳୀ, ମିଳିବ ଧନ, କିଣିବେ ଜମି..

ମକର ସଂକ୍ରାନ୍ତି: ବାସ୍‌ ଏହି ଜିନିଷ ଦାନ କଲେ, ମିଳିବ ସୂର୍ଯ୍ୟ-ଶନିଙ୍କ କୃପା, ବର୍ଷଯାକ ଧନ, ଗ୍ରହ ଦୋଷ, ରୋଗରୁ ମୁକ୍ତି..

- Advertisement -

Hot this week

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

Related Articles

Popular Categories