www.samajalive.in
Sunday, December 7, 2025
26.1 C
Bhubaneswar

ଜାନୁଆରୀ ୧୫ ପରେ ମିଳିବ ‘ସୁଭଦ୍ରା’ର ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା

ଭୁବନେଶ୍ୱର : ଜାନୁଆରୀ ୧୫ ପରେ ‘ସୁଭଦ୍ରା’ର ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ମିଳିବ । ଟଙ୍କା ମିଳିବା ନେଇ ଶନିବାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସୂଚନା ଦେଇଛନ୍ତି । ସର୍ଭେ ଅବଧି ଡିସେମ୍ବର ୩୦ ପରିବର୍ତ୍ତେ ଜାନୁଆରୀ ୧୫କୁ ବୃଦ୍ଧି କରାଯାଇଛି । ଜମି ୫ ଏକର ଅଛି ନା ନାହିଁ ତାହାର ସର୍ଭେ ଜାନୁଆରୀ ୧୫ରେ ସରିବ । ମାର୍ଚ୍ଚ ୩୦ରେ ଆବେଦନ କଲେ ବି ଏକାଥରେ ୨ଟି କିସ୍ତି ମିଳିବ । ଗାଁର ଶେଷ ଯୋଗ୍ୟ ହିତାଧିକାରୀ ଆବେଦନ କଲା ଯାଏଁ ପଞ୍ଜୀକରଣ କରାଯିବ । ପ୍ରଥମ କିସ୍ତି ମିଳିବାର ଶେଷ ତାରିଖ ମାର୍ଚ୍ଚ ୮ ଥିଲା । ମାତ୍ର ମାର୍ଚ୍ଚ ୩୦ ପରେ ଆବେଦନ କଲେ ମଧ୍ୟ ପ୍ରଥମ କିସ୍ତି ମିଳିବ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି ।

ଶନିବାର ଘରକୁ କିଣି ଆଣନ୍ତୁ ନାହିଁ; ନଚେତ୍‌..

ଏକାଠି ହେବେ ସୂର୍ଯ୍ୟ-ଶନି, ହେବ ମହାସଂଯୋଗ, ଏହି ରାଶି ହେବେ ଭାଗ୍ୟଶାଳୀ, ମିଳିବ ଧନ, କିଣିବେ ଜମି..

- Advertisement -

 

Hot this week

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

Related Articles

Popular Categories