www.samajalive.in
Saturday, December 13, 2025
27.1 C
Bhubaneswar

ବରଗଡ଼ ଧନୁଯାତ୍ରା – ଆରମ୍ଭ ହେଲା ମହାରାଜା କଂସଙ୍କ ରଙ୍ଗମହଲ

ଡେସ୍କ: ଧନୁଯାତ୍ରା ମହୋତ୍ସବ ପାଇଁ ବରଗଡ଼ ସହର ଉତ୍ସବ ମୁଖର ହୋଇଛି। ମଥୁରା ନଗରୀ ପାଲଟିଥିବା ବରଗଡ଼ ସହରର ନିଶାମଣି ହାଇସ୍କୁଲ ପଡ଼ିଆଠାରେ ମହାରାଜା କଂସଙ୍କ ରଙ୍ଗମହଲର ଶୁଭାରମ୍ଭ କରାଯାଇଛି। ମଥୁରା ନରେଶ କଂସ ଏବଂ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ଉପସ୍ଥିତିରେ ଜିଲ୍ଲାପାଳ ଆଦିତ୍ୟ ଗୋୟଲ ଏହାକୁ ଉଦଘାଟନ କରିଥିଲେ। ଏହି ଅବସରରେ ଆକର୍ଷଣୀୟ ଆତସବାଜି ପ୍ରଦର୍ଶନ କରାଯାଇଥିଲା।

କାର୍ଯ୍ୟକ୍ରମରେ ବରଗଡ଼ ବିଧାୟକ ଅଶ୍ୱିନୀ କୁମାର ଷଡ଼ଙ୍ଗୀ, ଅତାବିରା ବିଧାୟକ ନିହାର ରଞ୍ଜନ ମହାନନ୍ଦ, ଧନୁଯାତ୍ରା ମହୋତ୍ସବ ସମିତିର ସମ୍ପାଦକ ସୁରେଶ୍ୱର ଶତପଥୀ ଏବଂ ରଙ୍ଗମହଲର ମୁଖ୍ୟ ସଂଯୋଜକ ଅକ୍ରୂର ମଲ୍ଲିକ ପ୍ରମୁଖ ଉପସ୍ଥିତ ଥିଲେ।

Hot this week

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

ସିମ୍ ବାଇଣ୍ଡିଂ କ’ଣ? ଯାହାକୁ ନେଇ ଚିନ୍ତାରେ…

ନୂଆଦିଲ୍ଲୀ : ଦୂରସଞ୍ଚାର ବିଭାଗ ହ୍ୱାଟ୍ସଆପ୍, ଟେଲିଗ୍ରାମ୍, ସିଗନାଲ୍ ଏବଂ ସ୍ନାପଚାଟ୍...

କ୍ଷମା ମାଗିଲେ ମମତା

ସମାଜ ଲାଇଭ ଡ଼େସ୍କ : ମେସିଙ୍କ ଗସ୍ତ ପରେ କଲକାତା ସଲ୍ଟ...

ଆଜି ଭୁବନେଶ୍ୱର ଆସୁଛନ୍ତି ଅକ୍ଷୟ କୁମାର

ଭୁବନେଶ୍ୱର :ବଲିଉଡର ଖିଲାଡୀ ଷ୍ଟାର ଅକ୍ଷୟ କୁମାର ଆଜି ଓଡ଼ିଶା ଆସୁଛନ୍ତି...

Related Articles

Popular Categories