www.samajalive.in
Wednesday, December 10, 2025
16.1 C
Bhubaneswar

ତେଲ ଟ୍ୟାଙ୍କରରେ ନିଆଁ ; କାରଣ ଅସ୍ପଷ୍ଟ

ଚୌଦ୍ବାର : ଜଗତପୁର କଲେଜ ନିକଟରେ ତେଲ ଟ୍ୟାଙ୍କରରେ ନିଆଁ ଲାଗିଯାଇଛି। ନିଆଁ ଲାଗିବାର କାରଣ ଅସ୍ପଷ୍ଟ ରହିଛି। ଟ୍ୟାଙ୍କରଟି ବାଙ୍କୀ ପଟୁ ଆସୁଥିବା ଜଣାପଡିଛି। ନିଆଁ ଲାଗିବା ପରେ ଡ୍ରାଇଭର ଫେରାର ହୋଇଯାଇଛି। ସ୍ଥାନୀୟଲୋକେ ଟ୍ୟାଙ୍କର ନିଆଁକୁ ଆୟତ୍ତ କରିଥିବା ଜଣାପଡିଛି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories