www.samajalive.in
Saturday, December 13, 2025
26.1 C
Bhubaneswar

ମାସ୍କ ପିନ୍ଧିବାକୁ ପରାମର୍ଶ ଦେଲେ କର୍ଣ୍ଣାଟକ ସରକାର

ବେଙ୍ଗାଲୁରୁ : ମାସ୍କ ପିନ୍ଧିବାକୁ ପରାମର୍ଶ ଦେଲେ କର୍ଣ୍ଣାଟକ ସରକାର । ବେଙ୍ଗାଲୁରୁରେ ୨ ଏଚଏମପିଭି ସଂକ୍ରମିତ ଚିହ୍ନଟ ପରେ ଏମିତି ଆଡଭାଇଜରି ଜାରି ଗୋଇଛି । ଗହଳି ସ୍ଥାନରେ ମାସ୍କ ପିନ୍ଧିବାକୁ ସ୍ବାସ୍ଥ୍ୟ ବିଭାଗ ପରାମର୍ଶ ଦେଇଛି । ମାସ୍କ ପିନ୍ଧିଲେ ସଂକ୍ରମଣ କମିବ ବୋଲି ସ୍ବାସ୍ଥ୍ୟ ବିଭାଗ ସୂଚନା ଦେଇଛି । ଏଚଏମପିଭି ଲକ୍ଷଣ ଥିଲେ ଗହଳି ସ୍ଥାନକୁ ଯିବା ବାରଣ କରାଯିବା ସହ ଛିଙ୍କ, କାଶ ବେଳେ ପାଟି ଓ ନାକ କଭର କରିବାକୁ ପରାମର୍ଶ ଦେଇଛନ୍ତି ସରକାର ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories