www.samajalive.in
Sunday, December 14, 2025
26.1 C
Bhubaneswar

ଯୁବତୀଙ୍କୁ ମରଣାନ୍ତକ ଆକ୍ରମଣ

କଟକ: ମାଣିକଘୋଶ ବଜ଼ାରରେ ଯୁବତୀଙ୍କୁ ମରଣାନ୍ତକ ଆକ୍ରମଣ । ଯୁବତୀଙ୍କୁ ହାଣିଲେ ଯୁବକ । ଯୁବତୀ ଜଣକ ରାସ୍ତାରେ ଛିଡା ହୋଇଥିବାବେଳେ ଜଣେ ଯୁବକ ଏକ ଧାରୁଆ ଅସ୍ତ୍ରରେ ତାଙ୍କୁ ହଠାତ ଆକ୍ରମଣ କରି ଦୌଡ଼ି ଚାଲିଗଲେ । ଗୁରୁତର ଅବସ୍ଥାରେ ଯୁବତୀଙ୍କୁ ପ୍ରଥମେ ସିଟି ହସ୍ପିଟାଲ ଓ ପରେ ଏସସିବି ପଠାଯାଇଛି । ଯୁବତୀଙ୍କ ମୁଣ୍ଡ ଓ ଡାହାଣ ହାତରେ ଗଭୀତ ଆଘାତ ଲାଗିଛି । ପୁତିଘାଟ ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି । ଯୁବକଜଣକ କାହିଁକି ଏମିତି କରିଛନ୍ତି ସେନେଇ କିଛି ସ୍ପଷ୍ଟ ସୂଚନା ମିଳିନି ।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories