www.samajalive.in
Monday, December 8, 2025
24.1 C
Bhubaneswar

କୋଟି କୋଟି ଟଙ୍କାର ଠକେଇ; ହଂସିତା ଅଭିଲିପ୍ସାଙ୍କ ଘରେ ଆୟକର ଟିମ୍‌ର ଚଢାଉ

ଭୁବନେଶ୍ୱର : ନିଜକୁ ପତି-ପତ୍ନୀର ପରିଚୟ ଦେଇ ଚତୁରତାର ଲୋକଙ୍କ ଠାରୁ କୋଟି କୋଟି ଟଙ୍କାର ଠକେଇ କରି ବନ୍ଧା ହୋଇଛନ୍ତି ବଣ୍ଟି-ବବଲି । ଏହାସହ ହଂସିତା ଅଭିଲିପ୍ସାଙ୍କ ଘରେ ଆୟକର ଟିମ୍‌ ପକ୍ଷରୁ (ଆଇଟି) ପକ୍ଷରୁ ଚଢାଉ କରାଯାଇଛି । ଦିଲ୍ଲୀ, ଝାଡଖଣ୍ଡର ୧୨ଟି ସ୍ଥାନରେ ଏକକାଳୀନ ଚଢାଉ କରାଯାଇଛି । ଘର, କାର୍ଯ୍ୟାଳୟରେ ଚଢାଉ କରାଯିବା ସହ ଆକାଉଣ୍ଟରେ ଟଙ୍କା ନେଣଦେଣ ଉପରେ ମଧ୍ୟ ଖୋଳତାଡ କରାଯାଉଛି । ବିନା ଲୋନ୍‌ରେ ଦାମୀ କାର୍‌ କିଣିବାକୁ ନେଇ ବିବାଦରେ ପଡିଥିଲେ ହଂସିତା । ଲକ୍ଷାଧିକ ଟଙ୍କା ଠକେଇ ଅଭିଯୋଗରେ ଗିରଫ ହୋଇଛନ୍ତି ହଂସିତା, ଅନୀଲ ।

ଜାନୁଆରୀ ୧୦ ଏକାଦଶୀରେ ଅତ୍ୟନ୍ତ ଶୁଭ ଯୋଗ ; ଏହି ୫ ରାଶି ହେବେ ଭାଗ୍ୟଶାଳୀ..

ନେପାଳ,ତିବ୍ଦତ ଭୂକମ୍ପ ; ମୃତ୍ୟୁ ସଂଖ୍ୟା ୫୩କୁ ବୃଦ୍ଧି

- Advertisement -

ଦେଶରେ ବୃଦ୍ଧି ପାଉଛି ଏଚ୍‌ଏମ୍‌ପିଭି ଭୂତାଣୁ ; ଆଉ ୨ ଚିହ୍ନଟ, ମୋଟ ସଂକ୍ରମିତ ୮

Hot this week

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

Related Articles

Popular Categories