www.samajalive.in
Tuesday, December 9, 2025
16.1 C
Bhubaneswar

ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ନିର୍ମାଣ ସମ୍ପର୍କିତ ଆଲୋଚନଚକ୍ର ଅନୁଷ୍ଠିତ

ରେଙ୍ଗାଲିକ୍ୟାମ୍ପ: ବରଗଡ଼ ଜିଲ୍ଲା ଅତାବିରା ବ୍ଲକ ଅନ୍ତର୍ଗତ ଲାଦର ପାଲି ସ୍ଥିତ ମାଁ ରାମଚଣ୍ଡୀ ମନ୍ଦିର ପରିସରରେ ଅପ୍ରାଇଜ ଗ୍ରୁପ୍ ଅଫ ଇନଷ୍ଟିଚ୍ୟୁଟ, ବରଗଡ଼ ପକ୍ଷରୁ ଛାତ୍ରଛାତ୍ରୀ ମାନଙ୍କ ଭବିଷ୍ୟତ ନିର୍ମାଣ  ଉପରେ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଥିଲା। ଇଂ ଜଗଦୀଶ ଚନ୍ଦ୍ର ବେହେରାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ଆଲୋଚନା ଚକ୍ରରେ ଅଧ୍ୟକ୍ଷ ଅକ୍ଷୟ କୁମାର ଭଞ୍ଜ, ଉପାଧ୍ୟକ୍ଷ ଡଃ ଦୁର୍ଲ୍ଲଭ, ପ୍ରଶାସନିକ ଅଧିକାରୀ ମାନସ ସାହୁ ଓ ସୂଚନା ଅଧିକାରୀ ମୁକୁନ୍ଦ ଦାଶ ମଞ୍ଚାସିନ ରହିଥିଲେ।

Hot this week

ଦୁର୍ନୀତି ବ୍ୟାଧିର ଉପଚାର

ପୂର୍ବ ୟୁରୋପର ଦେଶ ଜର୍ଜିଆ, ଯାହା କି ପୂର୍ବରୁ ସୋଭିଏତ୍‌‌ ରୁଷ...

ଚିନ୍ତାକଳ୍ପ : ଗୃହୀ ସାଧକର ଆଭିମୁଖ୍ୟ

ମହର୍ଷି ଅଙ୍ଗିରାଙ୍କ ଆଶ୍ରମରେ ରହି ଶିଷ୍ୟମାନେ ଅଧ୍ୟୟନ କରୁଥାନ୍ତି। ତାଙ୍କ ମାର୍ଗଦର୍ଶନରେ...

ସମ୍ପାଦକୀୟ : ଜାତିସଂଘର ପାଣ୍ଠି ଚିନ୍ତା

ବିଶ୍ବବ୍ୟାପୀ ମାନବିକ ସହାୟତା ପ୍ରଭାବିତ ମିଳିତ ଜାତିସଂଘ ୨୦୨୬ ବର୍ଷ ପାଇଁ ୨୩...

ସମ୍ପାଦକୀୟ : ଗୋଆ ଅଗ୍ନିକାଣ୍ଡ

କେବେ ଆମେ ସଚେତନ ହେବା ? ଗୋଆର ଏକ ନାଇଟ୍ କ୍ଲବରେ ଯେଉଁ...

ମଙ୍ଗଳବାର ରାଶିଫଳ: ଭାଗ୍ୟ ଡୋରିକୁ ନିଜ ହାତରେ ରଖିବେ, ବ୍ୟବସାୟରୁ ପ୍ରଚୁର ଲାଭ ହେବ

ମେଷ: ସୁଖଦା, ସତ୍‌ଚରିତ୍ରା, ପତିବ୍ରତା ସହଧର୍ମିଣୀଙ୍କ ପରାମର୍ଶ ଉପାଦେୟ ହେବ। ବିଭିନ୍ନ ସୂତ୍ରରୁ...

Related Articles

Popular Categories