www.samajalive.in
Monday, December 15, 2025
14.1 C
Bhubaneswar

ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପକ୍ଷରୁ ସଡ଼କ ସୁରକ୍ଷା ସପ୍ତାହ ପାଳନ

ଫୁଲବାଣୀ: ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ଫୁଲବାଣୀରେ ସଡ଼କ ସୁରକ୍ଷା ସପ୍ତାହ ପାଳନ ଅବସରରେ ଏକ ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଅଧ୍ୟକ୍ଷ ଡଃ ଜ୍ୟୋତି ପ୍ରକାଶ ରଥଙ୍କ ପରାମର୍ଶ କ୍ରମେ ଗଣିତ ବିଭାଗର ଅଧ୍ୟାପିକା ସୁଜାତା ବେହେରାଙ୍କ ନେତୃତ୍ୱରେ ଛାତ୍ରଛାତ୍ରୀମାନେ ବିଦ୍ୟାଳୟରୁ ମାଧିକୁନ୍ଦା ଛକ ଅଭିମୁଖେ ପଦଯାତ୍ରା କରିଥିଲେ। ଛାତ୍ରଛାତ୍ରୀମାନେ ସଡ଼କ ସୁରକ୍ଷା ନିୟମ ଦ୍ବାରା କିଭଳି ଜନଜୀବନକୁ ସୁରକ୍ଷିତ କରାଯାଇ ପାରିବ ତାହା ବିଭିନ୍ନ ସ୍ଲୋଗାନ ମାଧ୍ୟମରେ ଲୋକଙ୍କୁ ସଚେତନ କରାଇଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories