www.samajalive.in
Monday, December 8, 2025
24.1 C
Bhubaneswar

ଅବସର ନେବେ ‘କଂସ ମହାରାଜ’

ବରଗଡ଼ : ବରଗଡ଼ ଧନୁଯାତ୍ରାର ମହାନାୟକ ଭାବେ ଅଭିନୟ କରୁଥିବା ଭୁବନେଶ୍ୱର ପଧାନ ଆଉ ମହାରାଜ କଂସ ଚରିତ୍ରରେ ଅଭିନୟ କରିବେ ନାହିଁ ବୋଲି ସ୍ପଷ୍ଟ କରିଛନ୍ତି। ଚଳିତ ବର୍ଷ ଯାତ୍ରା​‌ରେ ଶେଷ ଥର ପାଇଁ ଅଭିନୟ କରିବି ବୋଲି ସେ କହିଛନ୍ତି। ନିଜର ସ୍ବାସ୍ଥ୍ୟଗତ କାରଣରୁ ଆଉ ଯାତ୍ରା କରିବି ନାହିଁ ବୋଲି ସେ ପ୍ରକାଶ କରିଛନ୍ତି। ଚଳିତ ବର୍ଷ ମଧ୍ୟ ସେ ସିଂହାସନକୁ ଚଢ଼ିବା ଓ ଓହ୍ଲାଇବା ନେଇ ସାମାନ୍ୟ ସମସ୍ୟାର ସମ୍ମୁଖୀନ ହେଉଥିବା ଜଣାପଡ଼ିଛି।

Hot this week

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

Related Articles

Popular Categories