www.samajalive.in
Monday, December 15, 2025
24.1 C
Bhubaneswar

ବିକଶିତ ଭାରତ ପାଇଁ ଯୁବବର୍ଗଙ୍କ ଭାଗିଦାରୀ ଜରୁରୀ: ମାଣ୍ଡଭିୟ

ଭୁବନେଶ୍ଵର : ପ୍ରବାସୀ ଭାରତୀୟ ସମ୍ମିଳନୀରେ କେନ୍ଦ୍ରମନ୍ତ୍ରୀ ମନସୁଖ ମାଣ୍ଡଭିୟ ମନ୍ତବ୍ୟ ରଖିଛନ୍ତି। ସେ କହିଛନ୍ତି ବିକଶିତ ଭାରତ ପାଇଁ ଯୁବବର୍ଗଙ୍କ ଭାଗିଦାରୀ ଜରୁରୀ। ଦେଶର ହିତ ପାଇଁ ଯୁବବର୍ଗଙ୍କୁ ଯୋଗଦାନ କରିବାକୁ ହେବ । ବର୍ତ୍ତମାନ ଦେଶରେ ୨୦ ନାଗରିକରୁ ୧୩ ଜଣ ଯୁବକ । କୋଭିଡ୍ ସମୟରେ ଯୁବ ବୈଜ୍ଞାନିକଙ୍କ ଅବଦାନକୁ ଭୁଲି ହେବନାହିଁ। ୧ ଲକ୍ଷ ଯୁବ ନେତୃତ୍ଵ ଗଠନ  ପାଇଁ ପ୍ରଧାନମନ୍ତ୍ରୀ ଲକ୍ଷ୍ୟ ରଖିଛନ୍ତି। ୨୦୪୭ ସୁଦ୍ଧା ବିକଶିତ ଭାରତ ଗଠନ ଆମର ଲକ୍ଷ୍ୟ ରହିଛି। ଭୁବନେଶ୍ଵରର  ଜନତା ମୈଦାନରେ ଆଜି ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀ ଆରମ୍ଭ ହୋଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍ ଜୟଶଙ୍କର ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି। କେନ୍ଦ୍ରମନ୍ତ୍ରୀ ମନସୁଖ ମାଣ୍ଡଭିୟ ମଧ୍ୟ ଉପସ୍ଥିତ ରହିଛନ୍ତି।

Hot this week

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

ସମ୍ପାଦକୀୟ : ସଲ୍ଟଲେକ୍‌ ଦୁଃଖ

ନିୟମ ସମସ୍ତଙ୍କ ପାଇଁ ସମାନ କଲକାତାର ସଲ୍ଟଲେକ୍ ଷ୍ଟାଡିୟମରେ ବିଶ୍ୱର ମହାନ ଫୁଟବଲ...

ରାତିରେ ସ୍ଵେଟର କିମ୍ବା ଜ୍ୟାକେଟ୍ ପିନ୍ଧି ଶୋଉଛନ୍ତି କି….

ନୂଆଦିଲ୍ଲୀ: ବର୍ତ୍ତମାନ୍ ଶୀତ ଦିନ ଚାଲିଛି। ସାରା ଦେଶରେ ଶୀତ ଲହରୀ...

ଶୁକ୍ର ନକ୍ଷତ୍ର ପରିବର୍ତ୍ତନ: ବର୍ଷ ଶେଷରେ ତିନି ରାଶି ହେବେ ମାଲାମାଲ

ସମାଜ ଡିଜିଟାଲ ଡେସ୍କ: ସବୁଗ୍ରହ ମାନଙ୍କ ମଧ୍ୟରେ ଶୁକ୍ର ଗ୍ରହ ହେଉଛନ୍ତି...

Related Articles

Popular Categories