www.samajalive.in
Monday, December 8, 2025
20.1 C
Bhubaneswar

ଆମେ ବିକଶିତ ଭାରତ ଅଭିମୁଖେ ଗତି କରୁଛେ: ଜୟଶଙ୍କର

ଭୁବନେଶ୍ଵର : ଭୁବନେଶ୍ଵର ଜନତା ମୈଦାନରେ ଆଜିଠାରୁ ପ୍ରବାସୀ ଭାରତୀୟ ସମ୍ମିଳନୀ ଆରମ୍ଭ ହୋଇଛି। ଏହି ଅବସରରେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍ ଜୟଶଙ୍କର ନିଜ ପ୍ରତିକ୍ରିୟା ରଖିଛନ୍ତି। ଜୟ ଜଗନ୍ନାଥ କହି ନିଜ ଅଭିଭାଷଣ ଆରମ୍ଭ କରିଛନ୍ତି। କହିଛନ୍ତି ପ୍ରଧାନମନ୍ତ୍ରୀଙ୍କ ନେତୃତ୍ଵରେ  ଆମେ ଏବେ ବିକଶିତ ଭାରତ ଅଭିମୁଖେ ଗତି କରୁଛେ । କୋଭିଡ୍ ସମୟରେ ଭାରତ ନିଜସ୍ଵ ଟିକା ତିଆରି କରିଥିଲା। ଚନ୍ଦ୍ରଯାନ-୩, ଗଗନଯାନ ମିଶନ ଗୋଟିଏ ଗୋଟିଏ ସଫଳତା। ବହୁ ଯୁଗାନ୍ତକାରୀ ଯୋଜନା ଲୋକଙ୍କ ଜୀବନଧାରଣ ମାନକୁ ବଦଳାଇଛି। ସ୍ଵଚ୍ଛ ଭାରତ, ଆବାସ, ବେଟି ବଚାଅ ବେଟି ପଢାଅ ଏହାର ଉଦାହରଣ।

Hot this week

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

Related Articles

Popular Categories